Tag Archives: International News

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା ପାଇଁ ଦ୍ୱିତୀୟ ସବୁଠାରୁ ବୟସ୍କ ବ୍ୟକ୍ତି। ତାଙ୍କ ପୂର୍ବବର୍ତ୍ତୀ ଡେମୋକ୍ରାଟିକ୍ ରାଷ୍ଟ୍ରପତି ଜୋ ବାଇଡେନ…

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୦ ରହିଥିଲା। ଭାରତୀୟ ସମୟ ଅନୁସାରେ ୨ ଏପ୍ରିଲ ୭.୩୪ ରେ…

ଦିନକୁ ୮,୦୦୦,୦୦,୦୦ ଟଙ୍କା ବାଣ୍ଟୁଛନ୍ତି ଏଲୋନ ମସ୍କ; ଏହି ସର୍ତ୍ତକୁ ପୂରଣ କଲେ ହୋଇଯିବେ କୋଟିପତି…

ଲଣ୍ଡନ,୨୨।୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଟେସ୍‌ଲା ଏବଂ ସ୍ପେସ୍‌ ଏକ୍ସ ମାଲିକ ଏଲୋନ ମସ୍କ ଏଭଳି ଏକ ଘୋଷଣା କରିଛନ୍ତି, ଯାହାକି କୋଟିପତି ହେବାର ସ୍ବପ୍ନକୁ ପୂରଣ କରିପାରିବ। ଆଜିଠାରୁ ସେ ପ୍ରତ୍ୟେହ ଜଣେ ବ୍ୟକ୍ତିଙ୍କୁ ୮,୦୦୦,୦୦,୦୦ ଟଙ୍କା ଦେବେ।…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଇସ୍ରାଏଲ୍‌ ଉପରେ ଆକ୍ରମଣ କରିପାରେ ଇରାନ

ନୂଆଦିଲ୍ଲୀ, ୧୨।୪: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଇରାନ ସିଧାସଳଖ ଇସ୍ରାଏଲ୍‌ ଉପରେ ଆକ୍ରମଣ କରିପାରେ। ୧୦୦ରୁ ଅଧିକ ଡ୍ରୋନ୍‌ ସହ ମିସାଇଲ ଆକ୍ରମଣ ହୋଇପାରେ। ବିଶେଷକରି ସୈନ୍ୟମାନଙ୍କୁ ଟାର୍ଗେଟ କରାଯାଇପାରେ। ଇସ୍ରାଏଲ ଲାଗି ଏହା ବେଶ ଚ୍ୟାଲେଞ୍ଜିଂ ରହିବ ବୋଲି…

Japan Plane Collide: ଜାପାନରେ ଦୁଇ ବିମାନ ମଧ୍ୟରେ ଧକ୍କା, ଥିଲେ ୨୮୯ ଯାତ୍ରୀ

ଟୋକିଓ,୧୬।୧: ଜାପାନର ଏକ ବିମାନବନ୍ଦରରେ ଦୁଇ ବିମାନ ମଧ୍ୟରେ ଜୋରଦାର ଧକ୍କା ହୋଇଛି। ଏହାପରେ ଦୁଇ ବିମାନରେ ଉପସ୍ଥିତ ଯାତ୍ରୀମାନଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଥିଲା। ତେବେ ଏଥିରେ ଜନଜୀବନ କ୍ଷୟକ୍ଷତି ହୋଇ ନ ଥିଲେ ହେଁ ବିମାନ ଦୁଇଟି କ୍ଷତିଗ୍ରସ୍ତ…

ଭେଣ୍ଟିଲେଟରରେ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର, ପାକିସ୍ତାନରେ ଦିଆଯାଇଛି ବିଷ!

ନୂଆଦିଲ୍ଲୀ,୫।୧୨: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଲଶ୍କର-ଏ-ତୋଏବାର ଏହି ଆତଙ୍କବାଦୀଙ୍କୁ ପାକିସ୍ତାନରେ ବିଷ ଦିଆଯାଇଛି। ସେ ସେଠାର ଏକ ଡାକ୍ତରଖାନାରେ ଭେଣ୍ଟିଲେଟରରେ ଅଛନ୍ତି। ତେବେ କୋଟ ଲାଖପତ ଜେଲରେ ବନ୍ଦୀ ଥିବା ମିରଙ୍କୁ ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?