ଅନ୍ତର୍ଜାତୀୟ ଟେନିସ୍ ବଲ୍ କ୍ରିକେଟ୍ ଚାମ୍ପିଅନଶିପ୍: ପ୍ରତିନିଧିତ୍ୱ କରି ଫେରିଲେ କନ୍ଧମାଳର ପ୍ରୀତମ ପ୍ରଧାନ ରାଇକିଆ,୬ା୧(ପ୍ରଦୀପ ବେହେରା): ନେପାଳରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଟେନିସ୍ ବଲ୍ କ୍ରିକେଟ୍ ଚାମ୍ପିଅନଶିପ୍ରେ ଭାରତ ତରଫରୁ ପ୍ରତିନିଧିତ୍ୱ କରି ଫେରିଛନ୍ତି କନ୍ଧମାଳ ଜିଲା ରାଇକିଆର ପ୍ରୀତମ ପ୍ରଧାନ। ସୋମବାର ଭବ୍ୟ ସମ୍ବର୍ଦ୍ଧନା ଓ ଶୋଭାଯାତ୍ରା ମଧ୍ୟମରେ ପ୍ରୀତମଙ୍କୁ ସ୍ବାଗତ କରାଯାଇଛି। ନେପାଳରେ...