କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର
ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍ ତଥା ଅମ୍ପାୟାର୍ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି ଚାଲିଥିବା ଚିକିତ୍ସା ପରେ ଅକ୍ଟୋବର ୧୨ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ;…

