୩ ଲକ୍ଷ ଲୋକଙ୍କ ସହ ମିଶି ଯୋଗ କଲେ ମୋଦି: କହିଲେ, ଯୋଗ ବିଶ୍ୱକୁ ଯୋଡ଼ିଛି ବିଶାଖାପାଟନା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିଶାଖାପାଟଣାରେ ୩ ଲକ୍ଷ ଲୋକଙ୍କ ସହିତ ଏକ ସାମୁହିକ ଯୋଗ କାର୍ଯ୍ୟକ୍ରମର…