Tag Archives: International

ନିର୍ବାଚନ ସିନା ଜିତିଗଲେ, ଟ୍ରମ୍ପଙ୍କ ବିପକ୍ଷରେ ଚାଲୁଛି ୪ ଅପରାଧିକ ମାମଲା; ନଭେମ୍ବର ୨୬ ଦଣ୍ଡାଦେଶ ଉପରେ ଏବେ ନଜର

ଓ୍ବାଶିଂଟନ,୯।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଡେମୋକ୍ରେଟିକ୍‌ ପାର୍ଟି ପ୍ରାର୍ଥୀ କମଲା ହାରିସଙ୍କୁ ପରାଜିତ କରିଛନ୍ତି। ସାରା ଦେଶରେ ତାଙ୍କ ସମର୍ଥକ ନାଚିଗାଇ ବିଜୟର ଉତ୍ସବ ପାଳନ କରୁଛନ୍ତି। ଏସବୁ ମଧ୍ୟରେ ଟ୍ରମ୍ପଙ୍କ ବିପକ୍ଷରେ କୋର୍ଟରେ ଚାଲୁଥିବା ମାମଲାଗୁଡ଼ିକ...

ଜର୍ମାନୀରେ ଘନେଇଲା ରାଜନୈତିକ ସଙ୍କଟ: ଭାଙ୍ଗିଲା ଓଲାଫ୍‌ଙ୍କ ମେଣ୍ଟ ସରକାର

ବର୍ଲିନ,୮ା୧୧: ଜର୍ମାନୀ ମେଣ୍ଟ ସରକାରରେ ଦୀର୍ଘ ସମୟ ଧରି ଅନ୍ତର୍କଳହ ଲାଗି ରହିଥିଲା। ବୁଧବାର ଚାନ୍ସେଲର ଓଲାଫ୍‌ ସ୍କୋଲ୍‌ଜ ନିଜ ମନ୍ତ୍ରିମଣ୍ଡଳରୁ ଅର୍ଥମନ୍ତ୍ରୀଙ୍କୁ ବହିଷ୍କାର କରିବା ପରେ ମେଣ୍ଟ ସରକାର ଭାଙ୍ଗିଯାଇଛି। ସରକାର ସଂଖ୍ୟାଲଘୁରେ ପରିଣତ ହେବା ପରେ ବିରୋଧୀ...

ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇବେ ନାହିଁ ପୁଟିନ୍‌

ଓ୍ବାଶିଂଟନ/ମସ୍କୋ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ବିଜେତା ହୋଇଛନ୍ତି। ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ବିଜେତା ହୋଇଛନ୍ତି। ରିପବ୍ଲିକାନ ପ୍ରାର୍ଥୀ ଟ୍ରମ୍ପଙ୍କୁ ୨୭୭ ଇଲେକ୍ଟୋରାଲ ଭୋଟ୍‌ ମିଳିଥିବା ବେଳେ ଡେମୋକ୍ରେଟିକ୍‌ ପ୍ରାର୍ଥୀ କମଲା ହାରିସ ବହୁମତରୁ ପଛରେ ରହିଯାଇଛନ୍ତି।...

୩ ବିବାହ, ୫ ସନ୍ତାନ, ରିଅଲ୍‌ ଇଷ୍ଟେଟ୍‌ କିଙ୍ଗ…ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆହୁରି ଭଲରେ ଜାଣନ୍ତୁ…

ଓ୍ବାଶିଂଟନ,୬।୧୧: ପୁଣି ଥରେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଏହି ବିଜୟକୁ ନେଇ ସେ ଦେଶବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ୟୁନାଇଟେଡ୍‌ ଷ୍ଟେଟ୍ସ ହାଉସ୍‌ର ସ୍ପିକର୍‌ ଜନସନ୍‌ ମଧ୍ୟ ଟ୍ରମ୍ପଙ୍କ ବିଜୟକୁ ନେଇ ଘୋଷଣା...

ଇରାନର ବଡ଼ ଧମକ: ଆମେରିକା ହେଉ କି ଇସ୍ରାଏଲ୍‌, ଉଚିତ ଜବାବ ଦିଆଯିବ…

ତେହରାନ,୨।୧୧: ଇସ୍ରାଏଲର ପାଲଟା ଆକ୍ରମଣ ପରେ ଏବେ ଇରାନ ପୁଣିଥରେ ଆକ୍ରମଣ ଲାଗି ଯୋଜନା କରୁଛି। ଆମେରିକା ହେଉ କି ଇସ୍ରାଏଲ, ଶତ୍ରୁ ଦେଶକୁ ଉପଯୁକ୍ତ ଜବାବ ଦିଆଯିବ ବୋଲି ଇରାନ ସ୍ପଷ୍ଟ କରିଛି। ଶନିବାର ଇରାନର ସର୍ବୋଚ୍ଚ ନେତା...

ପାକିସ୍ତାନ ଉପରେ ରାଗି ନିଆଁବାଣ ଚାଇନା, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ…

ବେଜିଂ,୩୦।୧୦: କେବଳ କଥାରେ ପାକିସ୍ତାନ-ଚାଇନା ବନ୍ଧୁ, ହେଲେ ଉଭୟଙ୍କର ବନ୍ଧୁତା କେବଳ ପରସ୍ପରଠାରୁ ଲାଭ ପାଇବା। ଭାରତ ବିରୋଧୀ ଏଜେଣ୍ଡା ହେଉଛି ଏହି ଦୁଇ ଦେଶ ମଧ୍ୟରେ ବନ୍ଧୁତାର ବଡ଼ କାରଣ। ପାକିସ୍ତାନ ଭାରତ ବିରୋଧରେ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା...

ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍‌, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ

ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ ଶନିବାର ହୋଇଥିବା ଆକ୍ରମଣରେ ଇସ୍ରାଏଲ ଇରାନର ଅଣ୍ଟାକୁ ଭାଙ୍ଗି ଦେଇଛି। ଜେରୁଜେଲମ ପୋଷ୍ଟ...

ବାଂଲାଦେଶ ରାଷ୍ଟ୍ରପତିଙ୍କ ବହିଷ୍କାର ଦାବି, ବାସଭବନରେ ପଶିଲେ ବିକ୍ଷୋଭକାରୀ

ଢାକା,୨୪ା୧୦: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଉପରେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଜୋର୍‌ ଧରିଛି। ଶାହାବୁଦ୍ଦିନଙ୍କ ବହିଷ୍କାର ଦାବିକରି ହଜାର ହଜାର ବିକ୍ଷୋଭକାରୀ ମଙ୍ଗଳବାର ତାଙ୍କ ଢାକାସ୍ଥିତ ବାସଭବନ ବଙ୍ଗଭବନ ପରିସରରେ ଧସେଇ...

ଇସ୍ରାଏଲ ଉପରେ ହେଜବୋଲ୍ଲାର କାଉଣ୍ଟର୍‌ ଆଟାକ୍‌, ୭ ମିନିଟ୍‌ରେ ଛାଡ଼ିଲା ୬୦ କ୍ଷେପଣାସ୍ତ୍ର

ଜେରୁଜେଲମ,୧୯।୧୦: ହେଜବୋଲ୍ଲା ମୁଖ୍ୟ ହସନ ନାସରାଲ୍ଲା ଏବଂ ହମାସ ମୁଖ୍ୟ ସିନଓ୍ବାରଙ୍କ ହତ୍ୟା ପରେ ମଧ୍ୟ ଇସ୍ରାଏଲର ଚିନ୍ତା କମ୍‌ ହେବା ଦେଖାଯାଉନାହିଁ। କାରଣ ହେଜବୋଲ୍ଲା ପୁଣିଥରେ ଶନିବାର ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କରିଛି। ୭ ମିନିଟ୍‌ରେ ହେଜବୋଲ୍ଲା...

ୟାହିୟା ସିନଓ୍ବାର କିଏ? ଅକ୍ଟୋବର ୭ ନରସଂହାର ପଛରେ ରହିଥିଲା ଯାହାଙ୍କ ହାତ, ହତ୍ୟା କରି ଇସ୍ରାଏଲ ନେଲା ପ୍ରତିଶୋଧ…

ଜେରୁଜେଲମ,୧୮।୧୦: ୨୦୨୩ ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣର ପଛରେ ଥିଲେ ହମାସ ମୁଖ୍ୟ ୟାହିୟା ସିନଓ୍ବାର। ଏହି ଆକ୍ରମଣରେ ୧୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଯୋଗୁ ସେ ଇସ୍ରାଏଲ ସେନାର ଟାର୍ଗେଟରେ ରହିଥିଲେ। କେବଳ ଏତିକି ନୁହେଁ...

ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…

ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ମଧ୍ୟ ରାଷ୍ଟ୍ରପତି ପଦ ଲାଗି କମଲାଙ୍କ...

ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଷ୍ଟ୍ରୋକ୍‌, ସୋସିଆଲ ମିଡିଆରେ…

ବେଜିଂ,୧୭।୭: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଷ୍ଟ୍ରୋକ୍‌ ଆସିଥିବା ଖବର ସାମ୍ନାକୁ ଆସିଛି। ଚାଇନା ସୋସିଆଲ ମିଡିଆରେ ଏହାକୁ ନେଇ ବେଶ ଚର୍ଚ୍ଚା ହେଉଛି। ତେବେ ସିସିପିର ବୈଠକ ସମୟରେ ରାଷ୍ଟ୍ରପତିଙ୍କୁ ଷ୍ଟ୍ରୋକ୍‌ ଆସିଥିବା କୁହାଯାଉଛି। ହେଲେ ଏ ସମ୍ପର୍କରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri