ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ଇତିମଧ୍ୟରେ ମାଲକାନଗିରି ଜିଲାରେ ଆଉ...