ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି… ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଭେଟିବାକୁ ତାଙ୍କ ବାସଭବନକୁ ଯାଇଥିଲେ। ସେଠାରେ କର୍ମଚାରୀମାନେ...