ସଚିବସ୍ତରୀୟ ବୈଠକ ପରେ ମୁଖ୍ୟ ସଚିବଙ୍କ ବଡ଼ ସୂଚନା, ନିଯୁକ୍ତି ସୁଯୋଗ…. ଭୁବନେଶ୍ବର,୧୫ା୧: ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁବାର ସଚିବସ୍ତରୀୟ ବୈଠକ ବୈଠକ ବସିଥିଲା । ତେବେ ବୈଠକ ଶେଷ ହେବା ପରେ ବଡ଼ ଘୋଷଣା କରିଛନ୍ତି ଅନୁ ଗର୍ଗ । କୋଲକାତାରେ ଇନଭେଷ୍ଟର ମିଟ୍ ଅନୁଷ୍ଠିତ ହେବ । ଇନଭେଷ୍ଟର ମିଟ୍ ପାଇଁ…