୫ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା ସହ ରାଜ୍ୟ ବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ମୁଖ୍ୟ ଜିଲା ଯୋଗାଣ ଅଧିକାରୀ…
ଖୋର୍ଦ୍ଧାରେ ଜଣ୍ଡିସ୍ ଆତଙ୍କ: ଅନୁଧ୍ୟାନ ପାଇଁ ଗଲା ଜନସ୍ବାସ୍ଥ୍ୟ ଟିମ୍
ଭୁବନେଶ୍ୱର/ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା ପରେ ଭୁବନେଶ୍ୱରରୁ ଜନସ୍ବାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍ ବିଦ୍ୟାଳୟକୁ ଯାଇଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ଥିତି ଅନୁଧ୍ୟାନ…


