ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି ଟଙ୍କାର ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟରେ…