ଯୁଦ୍ଧକୁ ନେଇ ଆଶଙ୍କାରେ ନିବେଶକ, ୧୦୪୮ ପଏଣ୍ଟ ଖସିଲା ସେନ୍ସେକ୍ସ ମୁମ୍ବାଇ,୩ା୩: ଇରାନ-ଆମେରିକା ଯୁଦ୍ଧ ପଶ୍ଚିମ ଏସିଆ ସମେତ ବିଶ୍ୱ ସମୁଦାୟକୁ ପ୍ରଭାବିତ କରିଛି। ଗୋଟିଏ ପଟେ ଯୁଦ୍ଧବିରତି ପରିବର୍ତ୍ତେ ଆଗକୁ ଆହୁରି ଜଟିଳ ରୂପ ନେବା ଏବଂ ଅନ୍ୟପଟେ ଆରବସମୂହ ରାଷ୍ଟ୍ରଗୁଡିକରୁ ତୈଳ ଓ ଗ୍ୟାସ୍ ଯୋଗାଣ ପ୍ରଭାବିତ ହେବା ଘଟଣା…