ଆପାର୍ଟମେଣ୍ଟରେ ଲାଗିବ IP କ୍ୟାମେରା ଭୁବନେଶ୍ୱର,୨୬ା୧୦: ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ଆପାର୍ଟମେଣ୍ଟ...