ନୂଆଦିଲ୍ଲୀ,୮।୭: ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ମେ’ ୭ରୁ ୧୦ ଯାଏ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୋଇଥିଲା। ‘ଅପରେଶନ ସିନ୍ଦୂର’କୁ ଦୁଇ ମାସ ପୂରିଯାଇଥିଲେ…