ଗ୍ରାହକଙ୍କୁ ଆପଲର ବଡ଼ ଝଟକା! ୧୭ ହଜାର ମହଙ୍ଗା ହେଲା iPhone 17, 17e ସହ… ନୂଆଦିଲ୍ଲୀ, ନିକଟରେ ଆପଲ (Apple) ନିଜର ନୂଆ ଆଇଫୋନ ୧୮ ପ୍ରୋ ସିରିଜ (iPhone 18 Pro Series) ଏବଂ ପ୍ରଥମ ଫୋଲ୍ଡେବଲ ଫୋନ ଆଇଫୋନ ଡୁଓ (iPhone Duo) ବଜାରକୁ ଆଣିବା ପରେ ଭାରତୀୟ ଗ୍ରାହକଙ୍କୁ ବଡ଼ ଝଟ୍କା ଦେଇଛି।…