ଚେନ୍ନାଇ,୨୭।୫: ଇଣ୍ଡିଆନ ପ୍ରିମିୟର ଲିଗ୍-୨୦୨୪ରେ ବାଜି ମାରିଛି କୋଲକାତା ନାଇଟ ରାଇଡର୍ସ। ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଏବଂ ଭେଙ୍କଟେଶ୍ ଆୟରଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଏହି ଦଳ…