ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା ଲଗାଇବା ଆରମ୍ଭ କରିଛନ୍ତି। ବିଶେଷ କରି ସୋସିଆଲ ମିଡିଆ ଏବଂ ସୁରକ୍ଷା ବ୍ୟବସ୍ଥାକୁ…