Tag Archives: IPL 2026 Final

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା ଘଟିଥିଲା। ଅଗ୍ନିକାଣ୍ଡ ସମୟରେ ସମସ୍ତ ଖେଳାଳି ବସ ଭିତରେ ଥିଲେ। ସୂଚନା ଅନୁଯାୟୀ,…

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)। ଗୁଜରାଟ ଟାଇଟନ୍ସ(ଜିଟି)କୁ ହରାଇ ଆର୍‌ସିବି ଟାଇଟଲ ହାସଲ କରିଛି। ଏହି ବିଜୟ ସହ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଖୋଳାଯାଉଛି। ପ୍ରଥମେ ବ୍ୟାଟିଂ କରିଥିବା ଗୁଜରାଟ ୨୦ ଓଭରରେ ୮ ଉଇକେଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଗୁଜରାଟ ଟାଇଟନ୍ସ(GT)ଆମନ୍ତ୍ରଣ ପାଇ ପ୍ରଥମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri