IPL 2026: ଆରମ୍ଭ ହେଲା ଟିକେଟ୍ ବୁକିଂ, ଘରେ ବସି ଏଭଳି ବୁକ୍ କରନ୍ତୁ , ମିଳିବ ସିଟ୍ ନୂଆଦିଲ୍ଲୀ,୨୯।୩: ୨୮ ମାର୍ଚ୍ଚରୁ ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମରେ RCB ବନାମ SRH ମଧ୍ୟରେ ପ୍ରଥମ ମୁକାବିଲା ସହ ଆଇପିଏଲ୍ର ନୂଆ ସିଜିନ୍ ଆରମ୍ଭ ହୋଇଛି।। ଟିକେଟ୍ ବିକ୍ରି ଆରମ୍ଭ ହେବା ମାତ୍ରେ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ କ୍ରେଜ୍ ଦେଖିବାକୁ ମିଳିଛି।…