ମାତ୍ର ୧୧ ବଲ୍ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର
ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ ୨୦୨୬ ମ୍ୟାଚ ସମୟରେ ସମାନ କିଛି ଘଟିଥିଲା। ଏକ ହାଇ ସ୍କୋରିଂ ପ୍ରତିଯୋଗିତାରେ…
IPL 2026: ଚେପକ୍ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ
ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍ ଷ୍ଟାଡିୟମରେ ପରାସ୍ତ କରିଛି। ୨୧୦ ରନର ବିଶାଳ ଲକ୍ଷ୍ୟକୁ ପଞ୍ଜାବ ମାତ୍ର ୧୮.୪…
IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍
କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର କରିଥିଲା। ଏହି ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ବୋଲରମାନେ ଫ୍ଲପ୍ ହୋଇଥିଲେ। କିନ୍ତୁ…
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ କରିଛି। ହାଇଦ୍ରାବାଦ୍ ପକ୍ଷରୁ ପ୍ରଦତ୍ତ ୨୨୭ ରନ ଟାର୍ଗେଟର ପିଛା କରି କୋଲକାତା…
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ ସହଜରେ ହାସଲ କରି ନେଇଛି। ତେବେ ୨୦୨୩ ପରଠାରୁ ଦିଲ୍ଲୀ ଏପର୍ଯ୍ୟନ୍ତ ଲକ୍ଷ୍ନୌ…
ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ
ନୂଆଦିଲ୍ଲୀ,୩୧।୩: ଆଇପିଏଲ୍ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୁଜରାଟ ଟାଇଟନ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଯୁବ ବ୍ୟାଟର…
LIVE ମ୍ୟାଚ୍ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO
ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK) ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି ଯାଇଛି। ଯେଉଁ ଟିମ୍ ପାଇଁ ଜାଡେଜା ନିଜର ସର୍ବସ୍ବ ଦେଉଥିଲେ, ଚଳିତ ସିଜନରେ…
CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!
ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ CSK 8 ୱିକେଟରେ ପରାସ୍ତ…
ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’
ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ସେ ପୁଣି ଥରେ ପ୍ରମାଣ କରିଛନ୍ତି ଯେ କ୍ଲାସ କାଳଜୟୀ। ପ୍ରାୟ…
ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video
ମୁମ୍ବାଇ,୩୦।୩: ଆଇପିଏଲ୍ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ କେକେଆର ମଧ୍ୟରେ ହାଇ-ଭୋଲଟେଜ ମ୍ୟାଚ ସମୟରେ ଷ୍ଟାଣ୍ଡରେ ଏକ ଅନନ୍ୟ ଦୃଶ୍ୟ ସମସ୍ତଙ୍କ…
ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ
ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍ ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)କୁ ୬ ଉଇକେଟରେ ପରାସ୍ତ କରିଛି। ଫଳରେ ମୁମ୍ବାଇ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି।…
ଆଇପିଏଲ୍ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…
ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍ଘାଟନୀ ମ୍ୟାଚ୍ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା ଏହି ହାଇ-ଭୋଲଟେଜ୍ ମ୍ୟାଚ୍ରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଏବେ ସୋସିଆଲ ମିଡିଆରେ…
Archives


