IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ କଲା ବଡ଼ ପରିବର୍ତ୍ତନ, ମାଲିଙ୍ଗାଙ୍କ ସମେତ ୩ ପ୍ରମୁଖ ବ୍ୟକ୍ତିଙ୍କ ସହ ହଠାତ ସମ୍ପର୍କ ଛିନ୍ନ
ନୂଆଦିଲ୍ଲୀ,୨୯।୧୦: IPL 2027 ପୂର୍ବରୁ, ମୁମ୍ବାଇ ଇଣ୍ଡିଆନ୍ସ ନିଜର କୋଚିଂ ଷ୍ଟାଫରେ ପରିବର୍ତ୍ତନ କରିଛି ଏବଂ ତିନିଜଣ କୋଚଙ୍କ ସହ ସମ୍ପର୍କ ବିଚ୍ଛିନ୍ନ କରିଛି। ଏମାନଙ୍କ ମଧ୍ୟରେ ସବୁଠାରୁ ଉଲ୍ଲେଖନୀୟ ନାମ ହେଉଛି ଲସିଥ ମାଲିଙ୍ଗା, ଯିଏ ଦଳର ବୋଲିଂ କୋଚ…
୧୦.୭୫ କୋଟିରୁ ୫ କୋଟିକୁ ଖସିଲା ଦାମ୍: ଦିଲ୍ଲୀ ଛାଡ଼ି ପୁରୁଣା ଫ୍ରାଞ୍ଚାଇଜ SRHରେ ସାମିଲ ହେଲେ…
ନୂଆଦିଲ୍ଲୀ,୧୪।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL)ର ଦୁଇ ପ୍ରମୁଖ ଫ୍ରାଞ୍ଚାଇଜ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (DC) ମଧ୍ୟରେ ଖେଳାଳି ଅଦଳବଦଳ (ଟ୍ରେଡ୍) ହୋଇଛି। ବାମହାତୀ ଦ୍ରୁତ ବୋଲର୍ ଟି. ନଟରାଜନ୍ ପୁଣି ଥରେ ନିଜର ପୁରୁଣା ଦଳ…
ପୁଣି ମୁମ୍ବାଇ କ୍ୟାପଟେନ୍ ହେବେ ରୋହିତ ଶର୍ମା! ହାର୍ଦ୍ଦିକଙ୍କୁ ହଟାଇ ପୁଣିଥରେ ଅଧିନାୟକ କରିବାକୁ…
ମୁମ୍ବାଇ,୧୩|୧୦: ଆଇପିଏଲ୍ (IPL) ୨୦୨୭ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ (MI) କ୍ୟାମ୍ପରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଫ୍ରାଞ୍ଚାଇଜ୍ ପୁଣି ଥରେ ଦଳର ସବୁଠାରୁ ସଫଳ ଅଧିନାୟକ ରୋହିତ ଶର୍ମାଙ୍କୁ ଟିମ୍ର କମାଣ୍ଡ୍ ଫେରାଇଦେବା ନେଇ…
IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!
ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ କରୁଥିବା ଦେଖିବାକୁ ଆଶା ରଖିଥିବା ପ୍ରଶଂସକଙ୍କୁ ନିରାଶ ହେବାକୁ ପଡ଼ିପାରେ । ଦଳର…
IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା
ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ଫ୍ରାଞ୍ଚାଇଜ ନିଜର ଅଫିସିଆଲ୍ ସୋସିଆଲ୍ ମିଡିଆ ହ୍ୟାଣ୍ଡେଲ୍ ଜରିଆରେ ଏହି ସୂଚନା ଦେଇଛି।…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତୀୟ ଟି-୨୦ ଟିମ୍ର ବିସ୍ଫୋରକ ଓପନର୍ ଅଭିଷେକ ଶର୍ମା ଫ୍ରାଞ୍ଚାଇଜର ଅଧିନାୟକତ୍ୱ ନିଷ୍ପତ୍ତିକୁ…
ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍କେର ଗୁରୁଦାୟିତ୍ୱ
ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)ରେ ନୂଆ ବୋଲିଂ କୋଚ୍ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍କେ ପାଇଁ ୪ ସିଜନ ଖେଳିଥିଲେ ଏବଂ ସେ ଏରିକ ସିମନ୍ସଙ୍କ ଦାୟିତ୍ୱ ତୁଲାଇବେ। ମୋହିତ…
ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ ୱିକେଟକିପର-ବ୍ୟାଟସମ୍ୟାନ ଏବଂ ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଆଣ୍ଠୁ ଆଘାତ ଯୋଗୁ…

