Tag Archives: IPL Auction 2026

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି ଥରେ ତାଙ୍କର ପୁରୁଣା ଫ୍ରାଞ୍ଚାଇଜ୍ ଦିଲ୍ଲୀ କ୍ୟାପିଟାଲ୍ସ (DC) କିଣିଛି। ଶ’ଙ୍କୁ ତାଙ୍କର...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼ ବାଜି ଲଗାଇଛନ୍ତି। ପ୍ରଶାନ୍ତ ବୀର ଏବଂ କାର୍ତ୍ତିକ ଶର୍ମାଙ୍କୁ ୧୪.୨ କୋଟି ଟଙ୍କା...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି ଅନକ୍ୟାପ୍ଡ ଖେଳାଳି ଉପରେ ଅନେକ ଫ୍ରାଞ୍ଚାଇଜ୍‌ ଜୋରଦାର ବୋଲି ଲଗାଇଥିଲେ। ଶେଷରେ ଚେନ୍ନାଇ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ ଆରବ ଏମିରେଟ୍ସର ଆବୁଧାବୀରେ ଆୟୋଜିତ ହେଉଛି। ଏଥିରେ ୩୭୯ ଜଣ ଖେଳାଳିଙ୍କ ଭାଗ୍ୟ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ତାଙ୍କୁ ୧୪.୨ କୋଟି ଟଙ୍କାରେ କିଣି ନୂଆ ରେକର୍ଡ ସୃଷ୍ଟି...

IPL ନିଲାମ ୨୦୨୬: ୨୦ ବର୍ଷୀୟ ପ୍ରଶାନ୍ତ ବୀରଙ୍କ ହାଇ ଡିମାଣ୍ଡ, ୧୪.୨୦ କୋଟିରେ କିଣିଲା ଚେନ୍ନାଇ

ନୂଆଦିଲ୍ଲୀ,୧୬।୧୨: IPL ନିଲାମ ଇତିହାସରେ ସବୁଠାରୁ ମହଙ୍ଗା ଅନ୍‌କ୍ୟାପ୍ଡ୍ ଖେଳାଳି ଭାବେ ଉତ୍ତର ପ୍ରଦେଶର ଯୁବ ତାରକା ପ୍ରଶାନ୍ତ ବୀର ରେକର୍ଡ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗସ୍ (CSK) ଏହି ୨୦ ବର୍ଷୀୟ ଅଲରାଉଣ୍ଡରଙ୍କୁ କିଣିବା ପାଇଁ ୧୪.୨୦ କୋଟି...

IPL Auction 2026: ରେଜିଷ୍ଟ୍ରେଶନ କଲେ ୧୩୫୫ ଖେଳାଳି, ମିନି ଅକ୍ସନରେ ଲାଗିବ କୋଟି କୋଟି ଟଙ୍କାର ବୋଲି!

ନୂଆଦିଲ୍ଲୀ,୨।୧୨: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ମିନି ନିଲାମକୁ ନେଇ ଉତ୍ସାହ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଡିସେମ୍ବର ୧୬ରେ ଆବୁଧାବିରେ ହେବାକୁ ଥିବା ଏହି ଛୋଟ କିନ୍ତୁ ହାଇ-ଇନଟେନସିଟି ନିଲାମ ପାଇଁ ମୋଟ ୧,୩୫୫ଜଣ ଖେଳାଳି ପଞ୍ଜିକରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri