ଆଇପିଏଲ୍ ୨୦୨୪: ଆଜି କୋଲକାତା-ସନରାଇଜର୍ସ ଫାଇନାଲ ଚେନ୍ନାଇ,୨୫ା୫(ପି.ଟି): ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୭ ତମ ସଂସ୍କରଣର ଫାଇନାଲ ରବିବାର ଚେନ୍ନାଇର ଚେପକ୍ ଷ୍ଟାଡିୟମରେ କୋଲକାତା ନାଇଟ୍ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍କୁ ଫ୍ୟାନ୍ମାନେ କୋଲକାତାର ମେଣ୍ଟର ଗୌତମ ଗମ୍ଭୀର ଓ...