IPL ଇତିହାସରେ ହେବାକୁ ଯାଉଛି ସବୁଠାରୁ ବଡ଼ ପରିବର୍ତ୍ତନ! ICC ପ୍ରସ୍ତୁତ କରିଛି ବିଶାଳ ଯୋଜନା
ନୂଆଦିଲ୍ଲୀ,୧୭।୧୧: ଆଇପିଏଲ (IPL) ସମ୍ବନ୍ଧୀୟ ଏକ ବଡ଼ ଖବର ସାମ୍ନାକୁ ଆସିଛି, ଯାହା ନିଶ୍ଚିତ ଭାବରେ କ୍ରିକେଟ ପ୍ରଶଂସକମାନଙ୍କୁ ଖୁସି କରିବ। ବିଶ୍ୱର ସବୁଠାରୁ ବଡ଼ ଟି-୨୦ ଲିଗ ନେଇ ଥିବା ଉତ୍ସାହ ଆଗାମୀ ବର୍ଷଗୁଡ଼ିକରେ ଦ୍ୱିଗୁଣିତ ହେବାକୁ ଯାଉଛି। ଆଇସିସି…

