୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ ୭ମ ମ୍ୟାଚ। ଏହି ସିଜିନରେ ଦଶଟି ଦଳ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି, ସେମାନଙ୍କ ମଧ୍ୟରେ…