ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି: ଜାଣନ୍ତୁ କେଉଁଠି ହେବ ଦେଖା ଭୁବନେଶ୍ୱର,୧୨ା୨: ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି। ହେବ ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି। ଆଇପିଏଲ ୨୦୨୪ରେ ଏକ ସ୍ମରଣୀୟ...