ଅରେଞ୍ଜ-ପର୍ପଲ କ୍ୟାପ୍ ରେସ୍ରେ କିଏ ଆଗୁଆ: ଜାଣନ୍ତୁ ସମ୍ପୂର୍ଣ୍ଣ ଲିଷ୍ଟ୍
ନୂଆଦିଲ୍ଲୀ,୨୨।୫: IPL 2025ର ୬୩ତମ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ୫୯ ରନ୍ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହିତ, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ପ୍ଲେଅଫରେ ପହଞ୍ଚିଛି। ଫଳରେ ଦିଲ୍ଲୀର ଟାଇଟଲ ଜିତିବାର ସ୍ବପ୍ନ ଭାଙ୍ଗି ଯାଇଛି। ସୂର୍ଯ୍ୟକୁମାର…
IPL ଫାଇନାଲ ପାଇଁ ଟିଏମସି-ବିଜେପି ମୁହାଁମୁହିଁ, ବଦଳିବ କି ନିଷ୍ପତ୍ତି ?
ନୂଆଦିଲ୍ଲୀ,୨୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୫ର ଫାଇନାଲ ମ୍ୟାଚ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମକୁ ସ୍ଥାନାନ୍ତର କରାଯିବା ନିଷ୍ପତ୍ତିକୁ ନେଇ ରାଜନୈତିକ ବିବାଦ ତୀବ୍ର ହୋଇଛି। ଏହି ନିଷ୍ପତ୍ତି ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମସି)…
ଇତିହାସ ରଚିଲେ ଶ୍ରେୟସ ଆୟର: ପ୍ରଥମ ଅଧିନାୟକ ଭାବେ କଲେ ଏମିତି କାରନାମା
ନୂଆଦିଲ୍ଲୀ,୧୯।୫: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ପଞ୍ଜାବ କିଙ୍ଗସ ଦଳ ଆଇପିଏଲ 2025 ପ୍ଲେଅଫରେ ନିଜର ସ୍ଥାନ ନିଶ୍ଚିତ କରିଛି। ଗତବର୍ଷ ଆୟର ତାଙ୍କ ଅଧିନାୟକତ୍ୱରେ KKRକୁ ଚାମ୍ପିଅନ କରିଥିଲେ। ଏଥର ସେ ପଞ୍ଜାବ କିଙ୍ଗ୍ସର ନେତୃତ୍ୱ ନେଉଛନ୍ତି। ପଞ୍ଜାବ କିଙ୍ଗସ ରାଜସ୍ଥାନ…
ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ IPL ଚାଲିବ ନା ବନ୍ଦ ହୋଇଯିବ ?
ନୂଆଦିଲ୍ଲୀ, ୭।୫: ଭାରତ ଓ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ନିର୍ଦ୍ଧାରିତ ସୂଚୀ ଅନୁସାରେ ଜାରି ରହିବ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ଜଣେ ଶୀର୍ଷ ସୂତ୍ର କହିଛନ୍ତି ଯେ ବର୍ତ୍ତମାନ…
ବଳାତ୍କାର ଅଭିଯୋଗରେ Mumbai Indiansର ପୂର୍ବତନ ଖେଳାଳିଙ୍କୁ ବାନ୍ଧିଲା ପୋଲିସ: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୬।୫: ପୂର୍ବତନ ମୁମ୍ବାଇ ଇଣ୍ଡିଆନ୍ସ କ୍ରିକେଟର ଶିବାଲିକ ଶର୍ମାଙ୍କୁ ରାଜସ୍ଥାନର ଯୋଧପୁରର କୁଡି ଭଗତସୁନି ହାଉସିଂ ବୋର୍ଡ ପୋଲିସ ଗିରଫ କରିଛି। ଏହି ପୂର୍ବତନ IPL କ୍ରିକେଟରଙ୍କ ଉପରେ ତାଙ୍କର ଜଣେ ବନ୍ଧୁ ବଳାତ୍କାରର ଅଭିଯୋଗ ଆଣିଛନ୍ତି। ତାଙ୍କ ବିରୋଧରେ ଏହି…
ପୁଣି PSL ଛାଡ଼ି IPLରେ ଯୋଗଦେଲେ ଖେଳାଳି; ବାବର ଆଜାମ ଟିମକୁ ଲାଗିଲା ବଡ଼ ଝଟକା
ନୂଆଦିଲ୍ଲୀ,୪ା୫: ଆଇପିଏଲ ୨୦୨୫ ପାଇଁ ପଞ୍ଜାବ କିଙ୍ଗ୍ସ ଦଳକୁ ବଡ଼ ଝଟକା ଲାଗିଛି। ଅଷ୍ଟ୍ରେଲିଆର ଷ୍ଟାର ଅଲରାଉଣ୍ଡର ଗ୍ଲେନ୍ ମ୍ୟାକ୍ସୱେଲ୍ ଆହତ କାରଣରୁ ଟୁର୍ନାମେଣ୍ଟରୁ ବାଦ ପଡ଼ିଛନ୍ତି। ତେବେ ଏହି ସ୍ଥାନ ପୂରଣ କରିବା ପାଇଁ ପଞ୍ଜାବ କିଙ୍ଗ୍ସ ନେଇଛି ଏକ…
IPL 2025: ରୋଚକ ସ୍ଥିତିରେ ଅରେଞ୍ଜ-ପର୍ପଲ କ୍ୟାପ୍ ରେସ୍, ପଛରେ ପଡ଼ିଲେ ସୂର୍ଯ୍ୟ କୁମାର
=ନୂଆଦିଲ୍ଳୀ,୩।୫: IPL 2025ରେ ପ୍ରତ୍ୟେକ ମ୍ୟାଚ ସହିତ ଅରେଞ୍ଜ କ୍ୟାପ ଏବଂ ପର୍ପଲ କ୍ୟାପ ପାଇଁ ଦୌଡ଼ ରୋମାଞ୍ଚକର ହେବାରେ ଲାଗିଛି। ଏହି ଲିଗର ୫୧ତମ ମ୍ୟାଚ ଶେଷ ହେବା ପରେ, ଅରେଞ୍ଜ ଏବଂ ପର୍ପଲ କ୍ୟାପ ତାଲିକାରେ ପୁଣି ଥରେ…
IPL 2025 Video: ଧୋନୀଙ୍କ ଦଳ ହାରୁଥିବା ଦେଖି ଭୋ ଭୋ ହୋଇ କାନ୍ଦିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ:ଭିଡିଓ ହେଉଛି ଭାଇରାଲ
ନୂଆଦିଲ୍ଲୀ,୨୮।୪: ଏମଏସ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଆଇପିଏଲ ୨୦୨୫ ସବୁଠାରୁ ଖରାପ ସିଜନ ପ୍ରମାଣିତ ହୋଇଛି। ଦଳ ପଏଣ୍ଟ ଟେବୁଲର ସବୁଠାରୁ ତଳେ ରହିଛି। ଯଦିଓ CSK ତାର ସମସ୍ତ ୫ଟି ମ୍ୟାଚ ଜିତିଯାଏ, ତଥାପି ଏହାର…
ପ୍ରଥମ ବଲ୍ରେ ଇତିହାସ ରଚିଲେ ଶାମି, ପରେ କରିଦେଲେ ବଡ଼ ଭୁଲ; ଦେଖିବାକୁ ମିଳିଲା..
ନୂଆଦିଲ୍ଲୀ,୨୫।୪: IPL ୨୦୨୫ର ୪୩ତମ ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦର ଦ୍ରୁତ ବୋଲର ମହମ୍ମଦ ଶାମି ଚେନ୍ନାଇ ସୁପର କିଙ୍ଗସ ବିପକ୍ଷରେ ପ୍ରଥମ ବଲ୍ରେ ଇତିହାସ ରଚିଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସର ଯୁବ ଓପନର୍ ଶେଖ ରସିଦଙ୍କ ଉଇକେଟ ନେଇଥିଲେ। ଆଇପିଏଲ୍ରେ…
BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ
ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ଖେଳାଯିବ।…
IPLରେ ଇତିହାସ ରଚିଲେ କେ.ଏଲ ରାହୁଲ: ହାସଲ କଲେ ବଡ଼ ରେକର୍ଡ
ନୂଆଦିଲ୍ଲୀ,୨୩।୪: କେଏଲ ରାହୁଲ ଆଇପିଏଲ ଇତିହାସରେ ଦ୍ରୁତତମ ୫,୦୦୦ ରନ ପୂରଣ କରିଥିବା ଖେଳାଳି ହୋଇଛନ୍ତି। ସେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍ରେ ଏହି ସଫଳତା ପାଇଥିଲେ। ଏହି ମ୍ୟାଚ୍ରେ ସେ ୫୭ ରନ୍ର ଅପରାଜିତ ଇନିଂସ ଖେଳିଥିଲେ। ଏହି କ୍ଷେତ୍ରରେ…
IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା ପାଇଁ ଶେଷ ଓଭରରେ ୯ରନ ଆବଶ୍ୟକ ଥିଲା, କିନ୍ତୁ ଆଭେଶ ଖାନଙ୍କ ଏହି ଓଭରରେ…
Archives


