CSK ଅବସ୍ଥା ଖରାପ: ଦଳର କ୍ୱାଲିଫାଏକୁ ନେଇ ମୁହଁ ଖୋଲିଲେ ଧୋନୀ
ମୁମ୍ବାଇ,୨୧।୪: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏକ ଶୋଚନୀୟ ପରାଜୟ ବରଣ କରିଛି। ଏହି ସିଜିନରେ ଚେନ୍ନାଇର ଅବସ୍ଥା ବହୁତ ଖରାପ। ଦଳଟି ପଏଣ୍ଟ ଟେବୁଲର ସବୁଠାରୁ ତଳେ ଅଛି। ଏପର୍ଯ୍ୟନ୍ତ ୮ଟି ମ୍ୟାଚ ମଧ୍ୟରୁ…
IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ
ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍ର ଜନ୍ମ ଦିନରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ ଆରସିବିକୁ ପରାସ୍ତ କରିଛି। ସାଂଘାତିକ ବ୍ୟାଟିଂ ବିପର୍ଯ୍ୟୟର…
IPLରେ ପ୍ରଥମ ଦଳ ଭାବେ ଏମିତି କାରନାମା କଲା ଦିଲ୍ଲୀ କ୍ୟାପିଟାଲ୍ସ
ନୂଆଦିଲ୍ଲୀ,୧୭।୪: Ipl 2025ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଏକ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଛି। ଏହି ମ୍ୟାଚ୍ରେ ଦିଲ୍ଲୀ ସୁପର ଓଭରରେ ରାଜସ୍ଥାନକୁ ପରାସ୍ତ କରିଥିଲା। ଏହା ସୁପର ଓଭରରେ ଦିଲ୍ଲୀର ଚତୁର୍ଥ ବିଜୟ।…
Watch Video:ମ୍ୟାଚ୍ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍ଙ୍କୁ କହିଲେ, ମୋତେ ଦେଖ…
ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ ସକ୍ଷମ ହୋଇଥିଲା। ଏହା ପଞ୍ଜାବର…
LSG vs CSK: ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ଜିତିବା ପରେ ଧୋନୀ ଆଶ୍ଚର୍ଯ୍ୟ ହୋଇ କହିଦେଲେ ଏମିତି କଥା
ଲକ୍ଷ୍ନୌ,୧୫।୪: ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଲକ୍ଷ୍ନୌ ସୁପର ଜଏଣ୍ଟସକୁ ୫ ଉଇକେଟ୍ରେ ପରାସ୍ତ କରିଛି। ୧୬୭ ରନର ଟାର୍ଗେଟକୁ ପିଛା କରି ସିଏସକେ ୧୯.୩ ଓଭରରେ ବିଜୟୀ ହୋଇଥିଲା।…
୭ ବର୍ଷ ପରେ IPL’ରେ ଅର୍ଦ୍ଧଶତକ ହାସଲ କଲେ ଇଣ୍ଡିଆ ଷ୍ଟାର, ଇଣ୍ଟରନେଟରେ ଛାଇଗଲେ
ନୂଆଦିଲ୍ଲୀ,୧୩ା୪: କରୁଣ ନାୟାର ସାତ ବର୍ଷ ମଧ୍ୟରେ ତାଙ୍କର ପ୍ରଥମ ଆଇପିଏଲ ଅର୍ଦ୍ଧଶତକ ହାସଲ କରିଛନ୍ତି।ଯେଉଁଥିରେ ସେ ଜସପ୍ରିତ ବୁମରାହଙ୍କ ଭଳି ବୋଲରଙ୍କୁ ଗଳି କ୍ରିକେଟ ଭଳି ଖେଳିଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ବିପକ୍ଷରେ ୨୦୬ ରନର…
IPL 2025: ମ୍ୟାଚ୍ ମଝିରେ ଭୟଙ୍କର ରାଗିଗଲେ ବିରାଟ କୋହଲି: ଭାଇରାଲ ହେଉଛି ଭିଡିଓ
ବେଙ୍ଗାଲୁରୁ,୧୧।୪: IPL 2025ରେ, RCB ନିଜ ଘରୋଇ ଗ୍ରାଉଣ୍ଡରେ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୬ ଉଇକେଟରେ ପରାସ୍ତ କରିଛି। ୧୬୪ ରନର ଟାର୍ଗେଟକୁ ରୋକିବାକୁ ବେଙ୍ଗାଲୁରୁ ଓହ୍ଲାଇଥିଲା ଏବଂ ଜବାବରେ ସେମାନଙ୍କର…
ଗୋଟିଏ ସର୍ତ୍ତରେ କ୍ରିକେଟର୍ ହେବାକୁ ଅନୁମତି ଦେଇଥିଲେ ମାତାପିତା: IPLରେ କମାଲ୍ କଲେ ପୁଅ
ନୂଅଦିଲ୍ଲୀ,୯।୪: CSK ବିପକ୍ଷରେ ଶତକ ହାସଲ କରିବା ପରେ ପଞ୍ଜାବ କିଙ୍ଗସ ଖେଳାଳି ପ୍ରିୟାଂଶ ଆର୍ଯ୍ୟଙ୍କୁ ନେଇ ସବୁଠି ଚର୍ଚ୍ଚା। ସେ ଏହି ଶତକୀୟ ଇନିଂସ ଏମିତି ଏକ ସମୟରେ ଖେଳିଥିଲେ, ଯେତେବେଳେ ପଞ୍ଜାବ ୮୩ ରନରେ ୫ ଉଇକେଟ ହରାଇଥିଲା।…
ଇତିହାସ ରଚିଲା RCB: ଆଇପିଏଲ୍ରେ ଏମିତି କାରନାମା କରିବାରେ ହେଲା ଦ୍ୱିତୀୟ ଦଳ
ମୁମ୍ବାଇ,୮।୪: ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି ୨୦…
ଐତିହାସିକ ରେକର୍ଡ ହାସଲ କଲେ ହାର୍ଦ୍ଦିକ ପାଣ୍ଡ୍ୟା: ପ୍ରଥମ ଭାରତୀୟ ଭାବେ କଲେ ଚମତ୍କାର
ମୁମ୍ବାଇ,୮।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବଲ୍ରେ ଚମତ୍କାର ପ୍ରଦର୍ଶନ କରିଥିଲେ। IPL 2025ର ୨୦ତମ ମ୍ୟାଚ୍ରେ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଗୋଟିଏ ଓଭରରେ RCBର ୨ ଜଣ ବଡ଼ ବ୍ୟାଟ୍ସମ୍ୟାନଙ୍କ…
ରାଗିକି ନିଆଁବାଣ ହେଲେ ସନରାଇଜର୍ସ ହାଇଦ୍ରାବାଦ ମାଲିକାଣୀ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୭।୪: ସନରାଇଜର୍ସ ହାଇଦ୍ରାବାଦ ପାଇଁ ଚଳିତ ଆଇପିଏଲ୍ ସିଜିନ୍ ଆରମ୍ଭ ଖରାପ ରହିଛି। ଦଳ ଲଗାତାର ୪ ମ୍ୟାଚ ହାରିଛି। ଟ୍ରାଭିସ ହେଡ, ଇଶାନ କିଷନ, ଅଭିଷେକ ଶର୍ମାଙ୍କଠାରୁ ଆରମ୍ଭ କରି ଦଳର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ନେ ଗତ ୪ଟି ମ୍ୟାଚ୍ରେ ଫ୍ଲପ…
ବାପା ସିଲେଇ ଦୋକାନ କରି ପୋଷୁଛନ୍ତି ପେଟ, ଆଇପିଏଲ୍ରେ ହଇଚଇ କରୁଛନ୍ତି ପୁଅ
ନୂଆଦିଲ୍ଲୀ,୭।୪: ଆଜିକାଲି ସନରାଇଜର୍ସ ହାଇଦ୍ରାବାଦର ଲେଗ ସ୍ପିନର ଜିଶାନ ଅନସାରୀଙ୍କୁ ନେଇ କ୍ରିକେଟ୍ ମହଲରେ ଚର୍ଚ୍ଚା ଜୋର ଧରିଛି। ଏହି ୨୫ ବର୍ଷୀୟ ଯୁବ ଲେଗ ସ୍ପିନର ତାଙ୍କ ଡେବ୍ୟୁ ମ୍ୟାଚ୍ରେ ହିଁ କେଏଲ ରାହୁଲ, ଫାଫ ଡୁ ପ୍ଲେସିସ ଏବଂ…
Archives


