Tag Archives: IPL

ବାପା ସିଲେଇ ଦୋକାନ କରି ପୋଷୁଛନ୍ତି ପେଟ, ଆଇପିଏଲ୍‌ରେ ହଇଚଇ କରୁଛନ୍ତି ପୁଅ

ନୂଆଦିଲ୍ଲୀ,୭।୪: ଆଜିକାଲି ସନରାଇଜର୍ସ ହାଇଦ୍ରାବାଦର ଲେଗ ସ୍ପିନର ଜିଶାନ ଅନସାରୀଙ୍କୁ ନେଇ କ୍ରିକେଟ୍‌ ମହଲରେ ଚର୍ଚ୍ଚା ଜୋର ଧରିଛି। ଏହି ୨୫ ବର୍ଷୀୟ ଯୁବ ଲେଗ ସ୍ପିନର ତାଙ୍କ ଡେବ୍ୟୁ ମ୍ୟାଚ୍‌ରେ ହିଁ କେଏଲ ରାହୁଲ, ଫାଫ ଡୁ ପ୍ଲେସିସ ଏବଂ…

ଭୋ ଭୋ ହୋଇ କାନ୍ଦିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୫।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ହାତରେ ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ସିଜିନର ତୃତୀୟ ପରାଜୟରେ ନିରାଶ ହୋଇଥିବା ପାଣ୍ଡ୍ୟା ମ୍ୟାଚ ପରେ ଭାବପ୍ରବଣ ଦେଖାଯାଇଥିଲା। ତାଙ୍କର ଏକ ଫଟୋ ଭାଇରାଲ ହେଉଛି। ଏଥିରେ ସେ…

୨୩ କୋଟି ଟଙ୍କାର ରୂପ ଦେଖାଇଲେ ଭେଙ୍କଟେସ୍‌: ହାଇଦ୍ରାବାଦ୍‌କୁ ୨୦୧ ରନ୍‌ର ଟାର୍ଗେଟ୍‌

କୋଲକତା,୩।୪: କୋଲକାତାର ଇଡେର୍ନ ଗାର୍ଡେରେ ଖେଳାଯାଉଥିବା ଆଇପିଏଲ୍‌ର ଏକ ମ୍ୟାଚ୍‌ କୋଲକତା ନାଇଟ୍‌ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ୍‌ ମଧ୍ୟରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି କୋଲକତା ନିର୍ଦ୍ଧାରିତ ୨୦ ଓଭରରେ ହାଦ୍ରାବାଦ୍‌କୁ ୨୦୦ ରନ୍‌ କରିଛି। ଫଳରେ ହାଇଦ୍ରାବାଦ୍‌କୁ ୨୦୧…

Watch: ପ୍ରେମରେ ଉବୁଟୁବୁ ହାର୍ଦ୍ଦିକ ପାଣ୍ଡ୍ୟା: ଷ୍ଟାଡିୟମରେ ବସି ଚିୟର୍‌ କରୁଛନ୍ତି ଗର୍ଲଫ୍ରେଣ୍ଡ

ମୁମ୍ବାଇ,୧।୪: କୋଲକାତା ନାଇଟ ରାଇଡର୍ସକୁ ୮ ଉଇକେଟରେ ପରାସ୍ତ କରି ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ଏକ ବଡ଼ ଲମ୍ଫ ମାରିଛି। ଦଳି ଦଶମ ସ୍ଥାନରୁ ଷଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ଅଶ୍ୱିନୀ କୁମାର ତାଙ୍କର ଆଇପିଏଲ ଡେବ୍ୟୁ ମ୍ୟାଚ ଖେଳୁଥିବା…

ଡେବ୍ୟୁ ମ୍ୟାଚ୍‌ରେ ରେକର୍ଡ ବର୍ଷା କଲେ ଅଶ୍ୱିନୀ କୁମାର: ପ୍ରଥମ ବଲ୍‌ରେ ମିଳିଲା ଉଇକେଟ୍‌

ମୁମ୍ବାଇ,୧।୪: ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଅଶ୍ୱିନୀ କୁମାର କୋଲକାତା ନାଇଟ ରାଇଡର୍ସ (କେକେଆର) ବିପକ୍ଷରେ ତାଙ୍କ ପ୍ରଦର୍ଶନରେ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି ଏବଂ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ଏହି ମ୍ୟାଚ ସହିତ ଅଶ୍ୱିନୀ ତାଙ୍କର ଆଇପିଏଲ ଡେବ୍ୟୁ କରିଥିଲେ…

ପୁଣି ପ୍ରେମରେ ପଡ଼ିଛନ୍ତି ମଲାଇକା: ଏହି କ୍ରିକେଟର୍‌ଙ୍କୁ ସହ ଫଟୋ ହେଉଛି ଭାଇରାଲ୍‌

ନୂଆଦିଲ୍ଲୀ,୧।୪: ପୁଣି ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ ହଟ୍‌ ଷ୍ଟର୍‌ ମଲାଇକା ଆରୋରା। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକ୍‌ଅପ୍‌ ପରେ ମଲାଇକା ଜଣେ କ୍ରିକେଟର୍‌ଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହେଉଛି। ନିକଟରେ ଏକ ଆଇପିଏଲ୍‌ ମ୍ୟାଚ୍‌ ସମୟରେ ତାଙ୍କୁ ଶ୍ରୀଲଙ୍କାର…

ରାଜସ୍ଥାନ ରୟାଲ୍ସର ପ୍ରଥମ ବିଜୟ, ଚେନ୍ନାଇର ଦ୍ୱିତୀୟ ପରାଜୟ

ଗୁଆହାଟୀ, ୩୦।୩: ନୀତୀଶ ରାଣାଙ୍କ ବିସ୍ଫୋରକ ୮୧ ରନ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ପ୍ରଭାବୀ ବୋଲିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ରବିବାର ଅନୁଷ୍ଠିତ ରୋମାଞ୍ଚକ ମ୍ୟାଚରେ ଏହି ଦଳ ଚେନ୍ନାଇ ସୁପର କିଙ୍ଗ୍ସକୁ…

IPL 2025 ପ୍ରଥମ ସପ୍ତାହରେ viewership ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ,୨୯।୩: IPL ସିଜିନ ୧୮ ଚମତ୍କାର ଭାବରେ ଆରମ୍ଭ ହୋଇଛି। କେବଳ ଗୋଟିଏ ସପ୍ତାହ ମଧ୍ୟରେ ଆମେ ଅନେକ ରୋମାଞ୍ଚକର ମ୍ୟାଚ ଦେଖିଛୁ। ଏହି ମ୍ୟାଚ୍‌ଗୁଡ଼ିକରେ ଅନେକ ରେକର୍ଡ ହୋଇଛି ଏବଂ ଭାଙ୍ଗିଛି କିନ୍ତୁ ଦର୍ଶକଙ୍କ ସଂଖ୍ୟା ଦୃଷ୍ଟିରୁ ମଧ୍ୟ ଗୋଟିଏ…

୧୨ ବର୍ଷର ରେକର୍ଡ ଭାଙ୍ଗିଲେ ରଜତ ପାଟିଦାର: ଦ୍ୱିତୀୟ ଅଧିନାୟକ ଭାବେ…

ଚେନ୍ନାଇ,୨୯।୩: ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରି RCB ଅଧିନାୟକ ଭାବରେ ରଜତ ପାଟିଦାର ଇତିହାସ ସୃଷ୍ଟି କରିଛନ୍ତି। ସେ ଏହି ଷ୍ଟାଡିୟମରେ CSK ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିବାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଦ୍ୱିତୀୟ ଅଧିନାୟକ ହୋଇଛନ୍ତି।…

କିଏ ସେହି ଆଶୁତୋଷ ଶର୍ମା, ଯିଏ ଲକ୍ଷ୍ନୌ ବିପକ୍ଷରେ ପଲଟାଇଦେଲେ ବାଜି

ବିଶାଖାପାଟନମ୍‌,୨୫।୩: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିବା ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟସମ୍ୟାନ ଆଶୁତୋଷ ଶର୍ମା ପୁଣି ଥରେ ଆଇପିଏଲରେ ନିଜର ଶକ୍ତି ଦେଖାଇଛନ୍ତି। ଆଶୁତୋଷ ଗତବର୍ଷ ଲକ୍ଷ୍ନୌ ବିପକ୍ଷରେ ସମାନ ଇନିଂସ ଖେଳିଥିଲେ। ଆଶୁତୋଷ ୩୧ ବଲ୍‌ରେ ୫ ଚୌକା…

ଏହି ଦିନ IPLରେ ପ୍ରଥମଥର ହେବ ୩୦୦ ରନ୍‌: ବଡ଼ ଭବିଷ୍ୟବାଣୀ କଲେ ଡେଲ ଷ୍ଟେନ

ନୂଆଦିଲ୍ଲୀ,୨୫।୩: ପୂର୍ବତନ ଦକ୍ଷିଣ ଆଫ୍ରିକା କ୍ରିକେଟର ଡେଲ ଷ୍ଟେନ ଏକ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ କରିଛନ୍ତି। ସେ ଆଇପିଏଲ ମ୍ୟାଚରେ ପ୍ରଥମ ଥର ପାଇଁ ୩୦୦ ରନ ସ୍କୋର କେବେ ପାର ହେବ ତାହା ତାରିଖ କହିଛନ୍ତି। IPL 2025ର ଦ୍ୱିତୀୟ ମ୍ୟାଚରେ…

କିଏ ସେହି ବିଗ୍ନେଶ ପୁଥୁର,ଯିଏ ଗୋଟିଏ ବି ଘରୋଇ ମ୍ୟାଚ୍‌ ନ ଖେଳି ଆଇପିଏଲ୍‌ରେ ଦେଖାଇଲେ ଜଲଓ୍ବା

ଚେନ୍ନାଇ,୨୪।୩: ରୋହିତ ଶର୍ମାଙ୍କ ସ୍ଥାନରେ ଦ୍ୱିତୀୟ ଇନିଂସରେ ଇମ୍ପାକ୍ଟ ପ୍ଲେୟାର ଭାବରେ ଆସିଥିବା ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି ବିଗ୍ନେଶ ପୁଥୁରଙ୍କୁ ଆଇପିଏଲରେ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ସେ ଏହି ସୁଯୋଗର ସମ୍ପୂର୍ଣ୍ଣ ଫାଇଦା ଉଠାଇଥିଲେ ଏବଂ ତାଙ୍କର IPL ଡେବ୍ୟୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?