ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?
ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ ହେବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡିଛି। ଏଥିପାଇଁ ନୀତି, ନିୟମ ଦୁଇ ଦିନ ମଧ୍ୟରେ…
ରାଗିଲେ ଶାହରୁଖ ଖାଁ, ପଞ୍ଜାବ କିଙ୍ଗ ମାଲିକଙ୍କ ସହିତ ହେଲା ଜୋରଦାର ବାକ୍ଯୁଦ୍ଧ
ନୂଆଦିଲ୍ଲୀ,୧।୮: ବୁଧବାର ବିସିସିଆଇ ମୁଖ୍ୟାଳୟରେ ସମସ୍ତ ଫ୍ରାଞ୍ଚାଇଜ ମାଲିକ ମାନଙ୍କ ବୈଠକରେ କୋଲକାତା ନାଇଟ୍ ରାଇଡର୍ସ ମାଲିକ ଶାହରୁଖ ଖାନ୍ ପଞ୍ଜାବ କିଙ୍ଗ ସହ-ମାଲିକ ନେସ୍ ୱାଡିଆଙ୍କ ସହିତ ଜୋରଦାର ବାକ୍ଯୁଦ୍ଧ କରିଥିବା ଏକ ରିପୋର୍ଟରୁ ଜଣ ପଡିଛି। ଖେଳାଳିମାନଙ୍କର ରଟେନସନ…
ଦିଲ୍ଲୀ କ୍ୟାପିଟାଲ୍ସ ଛାଡ଼ିପାରନ୍ତି ଋଶଭ ପନ୍ତ! ଏହି ଦଳରେ ଯୋଗଦେଇପାରନ୍ତି
ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍ ଦଳର ୱିକେଟ୍ କିପର ବ୍ୟାଟର ଋଷଭ ପନ୍ତ ଆଇପିଏଲ୍ ୨୦୨୫ ପୂର୍ବରୁ ଘରୋଇ ଟିମ୍ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଛାଡ଼ିପାରନ୍ତି। ଦୈନିକ ଜାଗରଣ ରିପୋର୍ଟ ଅନୁଯାୟୀ ଟିମ୍ ନିର୍ଦ୍ଦେଶକ ସୌରଭ ଗାଙ୍ଗୁଲିଙ୍କ ସମର୍ଥନ ସତ୍ତ୍ୱେ ଡିସି ମେଗା…
୧୦ ଉଇକେଟରେ ଜିତିଲା ସନ୍ରାଇଜର୍ସ: ଟ୍ରାଭିସ ହେଡ୍ ଓ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ
ହାଇଦ୍ରାବାଦ, ୮।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ ପରାକ୍ରମରେ ଲକ୍ଷ୍ନୌ ବୋଲରଙ୍କ ଉପରେ ଝାମ୍ପି ପଡ଼ିଲେ ସନ୍ରାଇଜର୍ସ ହାଇଦ୍ରାବାଦର ଦୁଇ ଓପନର ଟ୍ରାଭିସ…
‘ବିରାଟ କି ବୁମ୍ରା ନୁହନ୍ତି, ଟିମ୍ ଇଣ୍ଡିଆକୁ ବିଶ୍ୱକପ୍ ଜିତାଇବେ ଏହି ୨ ଖେଳାଳି ’
ନୂଆଦିଲ୍ଲୀ,୭।୫:ଆଇପିଏଲ୍ ପରେ ଟି୨୦ ବିଶ୍ୱକପ୍ ହେବାକୁ ଯାଉଛି। ୨ ଜୁନ୍ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି ବିଶ୍ୱକପ୍ ଜିତିବା ଲାଗି ଟିମ୍ ଇଣ୍ଡିଆ ବଡ଼ ଦାବିଦାର ବୋଲି କୁହାଯାଉଛି, ଦଳ ମଧ୍ୟ…
ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ
ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍ରେ ଦଳକୁ ୧୦ ରନ୍ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହି…
ଟି୨୦ ଲିଗ୍ ଇତିହାସରେ ନୂଆ ରେକର୍ଡ କଲା ସନରାଇଜର୍ସ ହାଇଦ୍ରାବାଦ
ନୂଆଦିଲ୍ଲୀ,୨୦ା୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ଟି୨୦ ଲିଗ୍ ଇତିହାସରେ ପାୱାର୍ ପ୍ଲେ ମଧ୍ୟରେ ସର୍ବାଧିକ ସ୍କୋର କରିବାର ରେକର୍ଡ କରିଛି। ହାଇଦ୍ରାବାଦ ପାଇଁ ଓପନ କରିଥିବା ଟ୍ରାଭିସ୍ ହେଡ୍ ଏବଂ ଅଭିଷେକ ଶର୍ମା ମାତ୍ର ୬ ଓଭରରେ ୧୨୫…
ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ
ଅହମଦାବାଦ,୧୭ା୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ ୧୭.୩ ଓଭରରେ ୮୯ ରନ୍ରେ ଅଲଆଉଟ ହୋଇଥିଲା। ଜବାବରେ ଦିଲ୍ଲୀ କ୍ୟାପିଟାଲ୍ସ ୮.୫ ଓଭରରେ…
“ହାର୍ଦ୍ଦିକ ପାଣ୍ଡ୍ୟା ଆହତ! ସେ ଏହାକୁ ସ୍ୱୀକାର କରୁନାହାଁନ୍ତି”: ପୂର୍ବତନ ନ୍ୟୁଜିଲ୍ୟାଣ୍ଡ କ୍ରିକେଟରଙ୍କ ବିସ୍ଫୋରକ ବୟାନ
ନୂଆଦିଲ୍ଲୀ,୧୩ା୪: ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଦ୍ରୁତ ବୋଲର ସାଇମନ୍ ଡଲ୍ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ ବିଶ୍ୱାସ କରନ୍ତି ଯେ ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି କିନ୍ତୁ ସେ ଏହାକୁ ସ୍ୱୀକାର…
ବିସିସିଆଇ କଣ୍ଟ୍ରାକ୍ଟ ହରାଇବା ପରେ ପ୍ରଥମ ଥର ମୁହଁ ଖୋଲିଲେ ଇଶାନ
ନୂଆଦିଲ୍ଲୀ,୧୨।୪: ଗୁରୁବାର ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ ମ୍ୟାଚ୍ ରେ ମୁମ୍ବାଇ ଇଣ୍ଡିଆନ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) କୁ ପରାଜୟ କରିଛି। ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ଇଶାନ୍ କିଶନ ଭଲ ଫର୍ମରେ ଏହି ମ୍ୟାଚରେ ଦେଖା ଯାଉଥିଲେ। ଇଶାନ…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଗୁଜରାଟ
ଜୟପୁର,୧୦ା୪: ଇଣ୍ଡିଆନ ସୁପର୍ ଲିଗ୍(ଆଇପିଏଲ୍)ର ୨୪ ତମ ମ୍ୟାଚ୍ରେ ବୁଧବାର ରାଜସ୍ଥାନ ରୟାଲ୍ସ (ଆର୍ଆର୍) ଏବଂ ଗୁଜରାଟ ଟାଇଟନ୍ସ (ଜିଟି) ମଧ୍ୟରେ ମୁକାବିଲା ହେଉଛି। ଜୟପୁରର ସାଓ୍ବଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ଶୁବମନ ଗିଲ…
ଅପରେଶନ ପରେ ଆଶାବାଡ଼ି ଧରି ଚାଲିଲେ ମହମ୍ମଦ ଶାମି, ପଡ଼ିଆକୁ ଫେରିବାକୁ ଜଣାଇଲେ ବ୍ୟଗ୍ରତା
ନୂଆଦିଲ୍ଲୀ,୭।୪: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ନିଜର ଆଘାତ ସମସ୍ୟା ବିଷୟରେ ଅପଡେଟ୍ ଶେୟାର କରିଛନ୍ତି। ତାଙ୍କର ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଫଟୋ ପୋଷ୍ଟ କରିଛନ୍ତି ଯେଉଁଠାରେ ତାଙ୍କୁ ଆଶାବାଡି ସାହାଯ୍ୟରେ ଚାଲୁଥିବାର ଦେଖିବାକୁ ମିଳିଛି। ଗତ ନଭେମ୍ବର ୧୯…
Archives


