IPL 2025 Playoffs Schedule: ଆଇପିଏଲ୍ ପ୍ଲେ-ଅଫ୍ରେ କିଏ କାହାକୁ ଭେଟିବ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଲକ୍ଷ୍ନୌ, ୨୭।୫:ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ୍) ୨୦୨୫ର ମଙ୍ଗଳବାର ଅନୁଷ୍ଠିତ ଶେଷ ଲିଗ୍ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ୬ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଅଧିନାୟକ ରିଷଭ ପନ୍ତଙ୍କ ଶତକ ସହାୟତାରେ ଲକ୍ଷ୍ନୌ ୨୦...