କେନ୍ଦ୍ରୀୟ ଡେପୁଟେସନରେ ଯିବେ ଟୁଇନ୍ ସିଟି ପୋଲିସ କମିଶନର ଦେବଦତ୍ତ ସିଂହ ଭୁବନେଶ୍ବର,୧୧।୩: ଭୁବନେଶ୍ୱର-କଟକ ଟୁଇନ୍ ସିଟି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଆଇପିଏସ ଅଫିସରଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବାକୁ ଯାଉଛି। କେନ୍ଦ୍ରୀୟ କ୍ୟାବିନେଟର…