IPS ସ୍ତରରେ ବଡ଼ ଅଦଳବଦଳ, ସୁଶାନ୍ତ ନାଥଙ୍କୁ ମିଳିଲା ବଡ଼ ଦାୟିତ୍ୱ ଭୁବନେଶ୍ୱର,୨।୫: ରାଜ୍ୟରେ IPS ସ୍ତରରେ ବଡ଼ ଅଦଳବଦଳ। ସୁଶାନ୍ତ କୁମାର ନାଥଙ୍କୁ ମିଳିଲା ବଡ଼ ଦାୟିତ୍ୱ। ନୂଆ ଜେଲ ଡିଜି ହେଲେ ସୁଶାନ୍ତ ନାଥ। କେନ୍ଦ୍ର ଡେପୁଟେଶନରୁ ଫେରିବା ପରେ ମିଳିଲା ନୂଆ ନିଯୁକ୍ତି। ୧୯୯୩ ବ୍ୟାଚର ବରିଷ୍ଠ ଭାରତୀୟ...