ips transfer

ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର

ଭୁବନେଶ୍ୱର,୨୯।୯: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ଓଡିଶା ସରକାର। ଭରତପୁର ଥାନା ମାମଲାରେ ବଦନାମ ହୋଇଥିବା କମିସନରେଟ ପୋଲିସ ମୁଖ୍ୟ ସଞ୍ଜୀବ ପଣ୍ଡାଙ୍କୁ ବଦଳି…

1 year ago