‘ଆମେରିକାକୁ ୟୁରାନିୟମ ହସ୍ତାନ୍ତର କର, ନଚେତ…’ ଶାନ୍ତି ଆଲୋଚନା ମଧ୍ୟରେ ଇରାନକୁ କଡ଼ା ଚେତାବନୀ ଦେଲେ ଟ୍ରମ୍ପ ଓ୍ବାଶଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ଆମେରିକା ଯେକୌଣସି ମୂଲ୍ୟରେ ଇରାନର ସମୃଦ୍ଧ ୟୁରାନିୟମ ଭଣ୍ଡାର ହାସଲ କରିବାକୁ କିମ୍ବା ଏହାକୁ ନଷ୍ଟ କରିବାକୁ ସ୍ଥିର କରିଛି, ଯାହା ଦ୍ୱାରା ଇରାନକୁ…