ଯେ କୌଣସି ମୁହୂର୍ତ୍ତରେ ଆସିପାରେ ଖୁସି ଖବର! ଇରାନ ସହ ଡିଲ୍କୁ ନେଇ ୟୁ-ଟର୍ନ ନେଲେ ରୁବିଓ ନୂଆଦିଲ୍ଲୀ,୨୬।୫: ଇରାନ ସହିତ ସମ୍ଭାବ୍ୟ ଚୁକ୍ତି ସମ୍ପର୍କରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ତାଙ୍କର ପୂର୍ବ ବକ୍ତବ୍ୟରୁ ଏକ ୟୁ-ଟର୍ନ ନେଇଛନ୍ତି। ପୂର୍ବରୁ, ସେ କହିଥିଲେ ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯେକୌଣସି ମୁହୂର୍ତ୍ତରେ ଏକ ଚୁକ୍ତି ଘୋଷଣା…