ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ… ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ ମାଧ୍ୟମରେ କଥାବାର୍ତ୍ତା କରିଛନ୍ତି। ଏସ. ଜୟଶଙ୍କର ନିଜେ ଏହି ସୂଚନା ଦେଇଛନ୍ତି। ଆମେରିକା…