ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା… ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ ସାମ୍ନାକୁ ଆସିଛି, ଯାହା ଶାନ୍ତି ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଛି । ଏହି…