ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍ପଲାଇନ ନମ୍ବର ଜାରି କରି… ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ ଯଥାଶୀଘ୍ର ଦେଶ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି। ଜରୁରୀକାଳିନ ଏବଂ ସମନ୍ବୟ ପାଇଁ ଦୂତାବାସ…