କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍ ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା ଇସ୍ରାଏଲ ପଛକୁ ହଟିବାକୁ ପ୍ରସ୍ତୁତ ନାହାଁନ୍ତି, ଏବଂ ଇରାନ ମଧ୍ୟ ପ୍ରତିଶୋଧ ନେବାକୁ…