ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ? ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା ଏକ ତୈଳ ବିଶୋଧନାଗାରରେ ଏହି ଆକ୍ରମଣ ହୋଇଥିଲା। ଯୁଦ୍ଧବିରତି ଘୋଷଣାର ମାତ୍ର କିଛି ଘଣ୍ଟା…