ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ… ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି । ଦକ୍ଷିଣ ଇସ୍ରାଏଲର ନିଓଟ୍ ହୋଭାଭ ଶିଳ୍ପାଞ୍ଚଳରେ ଇରାନୀ ବାଲିଷ୍ଟିକ୍ ମିଶାଇଲ୍ ଆକ୍ରମଣ…