ଇରାନ ଉପରେ ଆକ୍ରମଣ ପରେ ହଠାତ୍ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: କହିଦେଲେ ଏମିତି କଥା ତେଲ ଅଭିଭ,୧୪।୬: ଇରାନ ଉପରେ ଆକ୍ରମଣ ପରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ ଏବଂ ତାଙ୍କୁ ସମଗ୍ର ପରିସ୍ଥିତି ବିଷୟରେ ଅବଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ନିଜେ ନେତାନ୍ୟାହୁଙ୍କ...