ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ କରିବା ପାଇଁ ଏକ ‘ଆଇନ’କୁ ଅନୁମୋଦନ କରିଛି। ପ୍ରକୃତରେ, ଇରାନ ସଂସଦର ସୁରକ୍ଷା…