ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍ କଲା ଦାବି ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ମୁଖ୍ୟ ଅଲି ଲାରିଜାନିଙ୍କୁ ଟାର୍ଗେଟ କରିଛି। ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ…