ଭିଏତନାମ ଯୁଦ୍ଧ କଥା ମନେପକାଇ ଆମେରିକାକୁ ଘେରିଲା ଇରାନ, କହିଲା ‘ବିଜୟର ମିଥ୍ୟା ଦାବି କରିବା ବନ୍ଦ କର…’ ତେହରାନ୍,୨୧।୩: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ ବର୍ତ୍ତମାନର ପରିସ୍ଥିତି ଭିଏତନାମ ଯୁଦ୍ଧ ସହିତ ଏକ ନିର୍ଦ୍ଦିଷ୍ଟ ସମାନତା…