ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି… ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ କହିଛନ୍ତି ଯେ, ଆମେରିକା-ଇରାନ ଆଲୋଚନା ହେବ ନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…