ଫିଫା ବିଶ୍ୱକପ୍ରୁ ଓହରିଲା ଇରାନ ତେହରାନ୍ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ ବୋଲି ସେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଦେଶର ସୁପ୍ରିମ ଲିଡରଙ୍କୁ ହତ୍ୟା…