ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!
ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ ଜାରି କରି କହିଛି ଯେ ସେମାନେ ନୌ-ସଂଘର୍ଷ ପାଇଁ ଆବଶ୍ୟକୀୟ କ୍ଷମତା ହାସଲ…
ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…
ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି ଅବୈଧ ପଥ ଦେଇ ପାର ହେବାକୁ ଚେଷ୍ଟା କରିବା ବେଳେ ଇରାନ ଆକ୍ରମଣ…
ଏହି ଦିନ ଇରାନ ସହ ଯୁଦ୍ଧ ବନ୍ଦ କରିବ ଆମେରିକା, ଟ୍ରମ୍ପ କଲେ ବଡ଼ ଦାବି
ଓ୍ବାଶିଂଟନ,୧୦।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆରମ୍ଭ ହେବାର ଛଅ ମାସରୁ ଅଧିକ ସମୟ ବିତିଗଲାଣି। ଫେବୃଆରୀ ୨୮ ରେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ମିଳିତ ଆକ୍ରମଣ କରିବା ପରଠାରୁ ମଧ୍ୟ-ପୂର୍ବ (Middle East) ଅଞ୍ଚଳରେ ଯୁଦ୍ଧ…
‘ହର୍ମୁଜ ସେତେବେଳେ ଖୋଲିବ ଯେତେବେଳେ…’: ଆମେରିକା ପାଇଁ ନୂଆ ସର୍ତ୍ତ ରଖିଲା ଇରାନ
ତେହରାନ,୭।୯: ହର୍ମୁଜ ପ୍ରଣାଳୀ ଉପରେ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇରାନ ଏହି ପ୍ରଣାଳୀ ଖୋଲିବା ସମ୍ପର୍କରେ ଆମେରିକା ପାଇଁ ଏକ ସର୍ତ୍ତ ରଖିଛି। ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ସଚିବ ମୋହସେନ ରେଜାୟି ଆମେରିକାକୁ ଯେକୌଣସି ଆକ୍ରମଣ…
ଆମେରିକା ସେନା ଘାଟି ଉପରେ ଇରାନ୍ର ଆକ୍ରମଣ
ଓ୍ବାଶିଂଟନ/ତେହରାନ୍,୧ା୯: କିଛିଦିନର ବିରତି ପରେ ଆମେରିକା ସେନା ରବିବାର ରାତିରେ ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ରେ ଇରାନୀୟ ରକେଟ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କରିଛି। ଏହାର ଜବାବରେ ଇରାନ ଜୋର୍ଡ଼ାନରେ ଥିବା ଆମେରିକା ସେନା ଘାଟି ଉପରେ ପ୍ରତିଆକ୍ରମଣ କରିଥିବା କହିଛି। ଲାରାକ…
ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ
ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ ଦୁଇଟି ରକେଟ ଲଞ୍ଚରକୁ ଟାର୍ଗେଟ କରିଥିଲା। ଏହା ଜୁଲାଇ ୩୦ ପରେ ଇରାନ…
କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା
ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍ଏନ୍ଏ ଖବର ଏଜେନ୍ସି ଅନୁଯାୟୀ ପେଜେସ୍କିଆନ କହିଛନ୍ତି, ସରକାରଙ୍କ ଆର୍ଥିକ ବିଭାଗଗୁଡ଼ିକ ଯେଉଁ ପଦକ୍ଷେପଗୁଡ଼ିକର କଳ୍ପନା…
ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…
ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ। ଇରାନ ଦାବି କରୁଛି ଯେ ସେ ଜୀବିତ ଅଛନ୍ତି, କିନ୍ତୁ ଆମେରିକା ଲଗାତାର…
ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ
ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ ଦୁଃଖ ପ୍ରକାଶ କରିଛନ୍ତି ଯେ ସେମାନେ (ଇରାନ ନେତାମାନେ) ଏହି ସୁଯୋଗର ଫାଇଦା…
ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’
ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର ଜେନେରାଲ ଅଲି ଜାହାନଶାହୀ ରବିବାର କହିଛନ୍ତି ଯେ ଇରାନ ମାଟିରେ ପାଦ ଦେଉଥିବା…
ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ
ତେହରାନ୍, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ତେହରାନ୍ ମୋଜତାବାଙ୍କ ଏକ ଭିଡିଓ ଜାରି କରିଛି। ସେଠାର ରାଷ୍ଟ୍ରାୟତ୍ତ…
ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…
ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା ପ୍ରୟାସକୁ ଦାୟୀ କରିଛନ୍ତି। ଏହି ସମୟରେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି,…

