Tag Archives: Iran

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି। ପ୍ରକୃତରେ, ଇରାନ ଆଇନ ଅନୁଯାୟୀ, ମହିଳାମାନଙ୍କୁ ମୋଟରସାଇକେଲ କିମ୍ବା ସ୍କୁଟର ଚଲାଇବା ପାଇଁ…

ଆଣବିକ ଲକ୍ଷ୍ୟରୁ ନ ହଟିଲେ ଯୁଦ୍ଧ: ଇରାନ୍‌କୁ ଆମେରିକାର ଚେତାବନୀ

ନ୍ୟୁୟର୍କ ,୩୧ା୧:ମଧ୍ୟପ୍ରାଚ୍ୟରେ ଆମେରିକାର ଶକ୍ତିଶାଳୀ ନୌସେନା ଉପସ୍ଥିତି ଇରାନ ଉପରେ ଆକ୍ରମଣର ଆଶଙ୍କାକୁ ଦ୍ୱିଗୁଣିତ କରିଛି। ଆରବ ସାଗରରେ ଇରାନ ଉପକୂଳଠାରୁ ଅଳ୍ପ କିଛି ଦୂରରେ ଆମେରିକାର ପରମାଣୁ ଅସ୍ତ୍ର ସଜିତ ଶକ୍ତିଶାଳୀ ‘ଆବ୍ରାହମ ଲିଙ୍କନ’ ଓ ଅନ୍ୟ କ୍ଷେପଣାସ୍ତ୍ର ନିକ୍ଷେପକାରୀ…

ଯେ କୌଣସି ମୁହୂର୍ତ୍ତରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା, ବିମାନ ବାତିଲ କଲେ ୬ ଏୟାରଲାଇନ୍ସ

ଓ୍ବାଶିଂଟନ,୨୪।୧: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ପୁଣି ଥରେ ଏକ ବିପଜ୍ଜନକ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଏକ ବିଶାଳ ଆମେରିକୀୟ ନୌସେନା ଇରାନ ଆଡକୁ…

ଇରାନ ଉପରେ ହୋଇପାରେ ଅତର୍କିତ ଆକ୍ରମଣ: ଆମେରିକା ଓ ଇସ୍ରାଏଲର ଯୁଦ୍ଧ ପ୍ରସ୍ତୁତି

ନୂଆଦିଲ୍ଲୀ,୨୩।୧: ମଧ୍ୟପ୍ରାଚ୍ୟରେ ଯୁଦ୍ଧର କଳାବାଦଲ ଘେରିବାରେ ଲାଗିଛି। ଇରାନରେ ଚାଲିଥିବା ଆଭ୍ୟନ୍ତରୀଣ ଅଶାନ୍ତି ଏବଂ ବିକ୍ଷୋଭକାରୀଙ୍କ ଉପରେ ସରକାରୀ ଦମନଲୀଳାକୁ ନେଇ ଆମେରିକା କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ସ୍ପଷ୍ଟ କରିଛନ୍ତି ଯେ, ଏକ…

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ ତେବେ ସେ ସମଗ୍ର ଇରାନକୁ ଉଡ଼ାଇ ଦେବେ।’ ମଙ୍ଗଳବାର ଅପରାହ୍ନରେ ରାଷ୍ଟ୍ରପତିଙ୍କୁ ଇରାନରୁ ହତ୍ୟା…

ଇରାନର ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର: ମୃତ୍ୟୁ ସଂଖ୍ୟା ୨୫୦୦ ପାର୍‌! ଚେତାବନୀ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ,୧୪।୧: ଡିସେମ୍ବର ୨୮ ତାରିଖରୁ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ ଇରାନର ପରିସ୍ଥିତି ଆହୁରି ଖରାପ ହେବାରେ ଲାଗିଛି। ମାନବାଧିକାର କର୍ମୀଙ୍କ ଅନୁଯାୟୀ, ଏପର୍ଯ୍ୟନ୍ତ ୨୦୦୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି, ଯେତେବେଳେ କିଛି ରିପୋର୍ଟରେ ଏହି ସଂଖ୍ୟା ୨୫୦୦…

ଇରାନବାସୀଙ୍କୁ ଟ୍ରମ୍ପ ଦେଲେ ମେସେଜ: “ଆନ୍ଦୋଳନ ଜାରି ରଖ, ଖୁବଶୀଘ୍ର ସାହାଯ୍ୟ ମିଳିବ”

ନୂଆଦିଲ୍ଲୀ,୧୩।୧: ଇରାନ ଉପରେ ଖୁବଶୀଘ୍ର ଆକ୍ରମଣ କରିପାରେ ଆମେରିକା। ମଙ୍ଗଳବାର ଏକ ପ୍ରକାର ଏହା ନିଶ୍ଚିତ ହୋଇଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍ ସୋସିଆଲ୍’ରେ ଏକ ପୋଷ୍ଟ କରି ଏହା କହିଛନ୍ତି। ଇରାନରେ ସରକାର…

ହିଂସାର ନିଆଁରେ ଜଳୁଛି ଇରାନ, ଏବେ ପର୍ଯ୍ୟନ୍ତ ୬୪୮ ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଅଧିକ ଗିରଫ

ନୂଆଦିଲ୍ଲୀ,୧୩।୧: ଇରାନରେ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଇରାନ ହିଂସାରେ ଏପର୍ଯ୍ୟନ୍ତ ପ୍ରାୟ ୬୪୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି। ଆମେରିକାର ଏକ ମାନବାଧିକାର ସମ୍ବାଦ ସଂସ୍ଥା ମୃତ୍ୟୁ ସଂଖ୍ୟା ଶେୟାର କରିଛି,…

ଟ୍ରମ୍ପ୍‌ଙ୍କ ଧମକ ପରେ ନରମିଲା ଇରାନ

ଦୁବାଇ,୧୩ା୧: ଇରାନରେ ମୁଦ୍ରାସ୍ଫୀତି ଓ ଆର୍ଥତ୍କ ସଙ୍କଟକୁ ନେଇ ସରକାରଙ୍କ ବିରୋଧରେ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ହେଲା ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବା ବେଳେ ସୁରକ୍ଷାବଳର କାର୍ଯ୍ୟାନୁଷ୍ଠାନରେ ଅନୂ୍ୟନ ୫୪୪ ଜଣଙ୍କ ମୃତ୍ୟୁ ଘଟିଲାଣି। ଆନ୍ଦୋଳନକୁ ଚାପିଦେବା ଲାଗି ଇରାନ…

ଇରାନ ଉପରେ ବର୍ଷିବେ ଆମେରିକା ସେନା? ଟ୍ରମ୍ପଙ୍କ ବଡ଼ ଘୋଷଣା, କହିଲେ ‘ଖାମେନେଇଙ୍କଠାରୁ ମୁକ୍ତ କରିବାକୁ…’

ଓ୍ବାଶିଂଟନ,୧୧।୧: ଇରାନରେ ଚାଲିଥିବା ପ୍ରତିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର (ଜାନୁଆରୀ ୧୧) କହିଛନ୍ତି ଯେ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ନେତୃତ୍ୱାଧୀନ ସରକାରଙ୍କଠାରୁ ସ୍ବାଧୀନତା ହାସଲ କରିବାରେ ଇରାନକୁ ସାହାଯ୍ୟ କରିବାକୁ ଆମେରିକା ପ୍ରସ୍ତୁତ। ଟ୍ରୁଥ…

ସରକାର ବିରୋଧୀ ବିକ୍ଷୋଭ ତୀବ୍ର: ସମଗ୍ର ଇରାନରେ ଇଣ୍ଟରନେଟ୍ ବ୍ଲାକଆଉଟ୍

ନୂଆଦିଲ୍ଲୀ,୯।୧: ଇରାନରେ ପ୍ରାୟ ଦୁଇ ସପ୍ତାହ ଧରି ଚାଲିଥିବା ସରକାର ବିରୋଧୀ ବିକ୍ଷୋଭ ଗୁରୁବାର ଅଧିକ ତୀବ୍ର ହୋଇଛି। ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ବେଳେ ସମଗ୍ର ଦେଶରେ ଇଣ୍ଟରନେଟ୍ ସେବା ବନ୍ଦ କରିଦିଆଯାଇଛି। ଡିସେମ୍ବର ୨୮ରେ ରିଆଲ୍…

ବେକାକୁ ହେଲାଣି ଇରାନ ହିଂସା, ଏବେ ପର୍ଯ୍ୟନ୍ତ ୩୫ ମୃତ

ତେହରାନ,୬।୧: ଇରାନରେ ଏକ ସପ୍ତାହରୁ ଅଧିକ ସମୟ ଧରି ଚାଲିଥିବା ହିଂସା କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ହିଂସାତ୍ମକ ପ୍ରତିବାଦରେ ଏପର୍ଯ୍ୟନ୍ତ ୩୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଆହୁରି ଅନେକ ଆହତ ହୋଇଥିବା ସୂଚନା ମିଳିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?