Tag Archives: Iran

ପଶ୍ଚିମ ଏସିଆରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ମୂଲ୍ୟ ୧୦୦ ଡଲାର ପାର କରିବା ସମ୍ଭାବନା

ନୂଆଦିଲ୍ଲୀ,୧୪।୪: ପଶ୍ଚିମ ଏସିଆରେ ପୁଣି ବିବାଦ ଚରମ ସୀମାରେ ପହଞ୍ଚିଛି। ପ୍ରଥମ ଥର ପାଇଁ ଇରାନ-ଇସ୍ରାଏଲ ମୁହାଁମୁହିଁ ହୋଇଛନ୍ତି। ଫଳରେ ଏହି ଅଂଚଳରେ ପ୍ରତ୍ୟେକ୍ଷ ଯୁଦ୍ଧ ସ୍ଥିତି ଉପୁଜିଛି। ତେବେ ଏହି ଯୁଦ୍ଧ ସ୍ଥିତିର ପ୍ରଭାବ ସମଗ୍ର ବିଶ୍ୱ ଉପରେ ପଡିପାରେ।…

ଇସ୍ରାଏଲରେ ରହୁଥିବା ଭାରତୀୟଙ୍କ ପାଇଁ ଜାରିହେଲା ହେଲ୍ପଲାଇନ୍‌ ନମ୍ବର

ଜେରୁଜେଲମ୍‌,୧୪ା୪: ରବିବାର ଇସ୍ରାଏଲରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକମାନଙ୍କୁ ଶାନ୍ତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି କରାଯାଇଥିବା ସୁରକ୍ଷା ପ୍ରୋଟୋକଲଗୁଡ଼ିକ ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ଦୂତାବାସ ଆହୁରି ମଧ୍ୟ କହିଛି ଯେ,…

“ଆମେ ଏବେ ଆଉ ଆକ୍ରମଣ କରିବୁ ନାହିଁ, କିନ୍ତୁ ଇସ୍ରାଏଲ୍ …”: ଆକ୍ରମଣ ପରେ ବିବୃତ୍ତି ଜାରି କଲା ଇରାନ

ନୂଆଦିଲ୍ଲୀ,୧୪।୪: ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ସହିତ ଇରାନର ଇସ୍ରାଏଲ ଉପରେ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ତେବେ ଇରାନ କହିଛି ଯେ ଆମର ଆକ୍ରମଣ ସମାପ୍ତ ହୋଇଛି ଏବଂ ଆମେ ଏହାକୁ ଜାରି ରଖିବାକୁ ଚାହୁଁନାହୁଁ,…

କାହିଁକି ଇରାନ ଇସ୍ରାଏଲ ଉପରେ ଆକ୍ରମଣ କରୁଛି? ଜାଣନ୍ତୁ

ଜେରୁଜେଲମ,୧୪।୪: ଇସ୍ରାଏଲ୍ ଶନିବାର ବିଳମ୍ବିତ ରାତିରେ ଏବଂ ରବିବାର ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ମାଡ଼ କରିଛି। ଇସ୍ରାଏଲ ସୈନ୍ୟ ଅନୁଯାୟୀ ଇରାନ ଇସ୍ରାଏଲ ଉପରେ ପ୍ରଥମ ଥର ପାଇଁ ପ୍ରତ୍ୟକ୍ଷ ଆକ୍ରମଣରେ ୨୦୦ ରୁ ଅଧିକ ବିସ୍ଫୋରକ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର…

କାହିଁକି ବିଫଳ ହେଲା ଇରାନର ଆକ୍ରମଣ ? ଜାଣନ୍ତୁ କିପରି ଢାଲ ସାଜିଲା ଇସ୍ରାଏଲର ଆରୋ ଡିଫେନ୍ସ ସିଷ୍ଟମ

ଜେରୁଜେଲମ,୧୪।୪: ଇସ୍ରାଏଲ୍ ଅଞ୍ଚଳରେ ଇରାନ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଦ୍ୱାରା ଘନ ଘନ ଆକ୍ରମଣ କରିବା ପରେ ସମଗ୍ର ଇସ୍ରାଏଲ୍ ଉପରେ ଏୟାର ରେଡ୍ ସାଇରନ୍ ଉଠିଥିଲା। ଗତ ବର୍ଷ ହମାସ୍ ଅପରେସନ୍ ‘ଅଲ୍-ଆକସା ଫ୍ଲଡ’ ଆରମ୍ଭ କରି ଏରିଲ୍ ଏବଂ…

ଡ୍ରୋନ୍-କ୍ଷେପଣାସ୍ତ୍ର ସହିତ ଇସ୍ରାଏଲ ଉପରେ ଇରାନର ଘନ ଘନ ଆକ୍ରମଣ, ଶାନ୍ତି ବଜାୟ ରଖିବାକୁ ଭାରତର ଅପିଲ୍

ଜେରୁଜେଲମ,୧୪।୪: ଶନିବାର ରାତି ଏବଂ ରବିବାର ସକାଳେ ଇରାନ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଦ୍ୱାରା ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କରିଛି। ଏହା ପରେ ବଡ ଯୁଦ୍ଧ ଆଶଙ୍କାରେ ସମଗ୍ର ଇସ୍ରାଏଲରେ ଏୟାର ଷ୍ଟ୍ରାଇକ୍ ଚେତାବନୀ ଦିଆଯାଇଛି। ଏହି ଆକ୍ରମଣ…

ଇରାନ କବ୍‌ଜାରେ ଇସ୍ରାଏଲ ଜାହାଜ: ଏଥିରେ ଅଛନ୍ତି ୧୭ ଭାରତୀୟ, ବଢୁଛି ଚିନ୍ତା

ଜେରୁଜେଲମ୍‌,୧୩ା୪: ଶନିବାର ଇରାନର ସମୁଦ୍ର ତଟରକ୍ଷୀ ହର୍ମୁଜ୍‌ ଷ୍ଟ୍ରେଟ୍‌ରେ ଇସ୍ରାଏଲ ସହ ଜଡ଼ିତ ଏକ ମାଲ୍‌ ପରିବହନ ଜାହାଜ ଜବତ କରିଛନ୍ତି। ଏହି ଜାହାଜରେ ୧୭ ଜଣ ଭାରତୀୟ ମଧ୍ୟ ଅଛନ୍ତି, ଯାହା ପରେ ନାଗରିକଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ…

ବିମାନ ବାତିଲ, ଆଲର୍ଟରେ ସାଉଦି-ୟୁଏଇ… କ’ଣ କରିବାକୁ ଯାଉଛି ଇରାନ?

ତେେହେରାନ,୧୧।୪: ଏପ୍ରିଲ ଆରମ୍ଭରେ ଇସ୍ରାଏଲ ପକ୍ଷରୁ ସିରିଆରେ ଥିବା ଇରାନର ଦୂତାବାସ ଉପରେ ଏୟାରଷ୍ଟ୍ରାଇକ୍‌ କରାଯାଇଥିଲା। ଏଥିରେ ୨ ଇରାନ କମାଣ୍ଡୋ ଏବଂ ଅନ୍ୟ ୭ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ଇରାନ ଇସ୍ରାଏଲଠାରୁ ପ୍ରତିଶୋଧ ନେବ ବୋଲି କହିଥିଲା।…

ପାକିସ୍ତାନ-ଇରାନ ମଧ୍ୟରେ ବଢ଼ିଲା ବିବାଦ: ଏୟାର ଷ୍ଟ୍ରାଇକ୍ ପରେ ଇରାନ ରାଷ୍ଟ୍ରଦୂତଙ୍କୁ ବହିଷ୍କାର କଲା ପାକିସ୍ତାନ

ନୂଆଦିଲ୍ଲୀ,୧୭।୧: ବାଲୁଚିସ୍ତାନ ପ୍ରଦେଶ ଉପରେ ଏୟାର ଷ୍ଟ୍ରାଇକ୍ କରିବା ପାକିସ୍ତାନ ବୁଧବାର ଇରାନରେ ନିଜର ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିଛି। ସେହିଭଳି ପାକିସ୍ତାନରେ ଥିବା ଇରାନର ରାଷ୍ଟ୍ରଦୂତଙ୍କୁ ମଧ୍ୟ ବର୍ତ୍ତମାନ ନ ଫେରିବାକୁ କୁହାଯାଇଛି। ବାଲୁଚିସ୍ତାନରେ ଜୈଶ-ଉଲ-ଆଡଲ ଆତଙ୍କବାଦୀ ଗୋଷ୍ଠୀର ଦୁଇଟି “ଗୁରୁତ୍ୱପୂର୍ଣ୍ଣ”…

କବର ନିକଟରେ ବଡ଼ ବିସ୍ଫୋରଣ: ୧୦୦ରୁ ଅଧିକ ମୃତ, ଅନେକ ଆହତ

ତେହରାନ,୩।୧: ଇରାନର କରମାନ ସହରରେ ଦୁଇଟି ବଡ଼ ବିସ୍ଫୋରଣ ଘଟି ୧୦୩ ଜଣଙ୍କର ମୃତ୍ୟୁ ଘଟିଛି। ୧୭୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହି ବିସ୍ଫୋରଣ ଦେଶର ପୂର୍ବତନ ଜେନେରାଲ କାସୀମ ସୁଲେମାନୀଙ୍କ କବର ନିକଟରେ ଘଟିଥିଲା। ସୁଲେମାନୀଙ୍କ ମୃତ୍ୟୁର ଚତୁର୍ଥ…

ମେଟ୍ରୋ ଟ୍ରେନ୍‌ରୁ ଆହତ ଅବସ୍ଥାରେ ଉଦ୍ଧାର ଯୁବତୀଙ୍କ ମୃତ୍ୟୁ, ପିନ୍ଧି ନ ଥିଲେ ହିଜାବ

ତେହରାନ,୨୮ା୧୦: ଇରାନର ରାଜଧାନୀ ତେହରାନରେ ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରୁଥିବା ସମୟରେ ସନ୍ଦେହଜନକ ଅବସ୍ଥାରେ ଆହତ ହୋଇଥିବା ଯୁବତୀ ଅରମିତା ଗେରାବନ୍ଦଙ୍କର ମୃତ୍ୟୁ ଘଟିଛି। ସେ ବିନା ହିଜାବରେ ମେଟ୍ରୋରେ ଯାତ୍ରା କରୁଥିଲେ। ଅରମିତା କିଛି ସପ୍ତାହ ହେଲା କୋମାରେ ଥିବା…

ଯୁଦ୍ଧ ବଢିଲେ ଏଥିରେ ଆମେରିକା ମଧ୍ୟ ଜଳିବ-ଇରାନ, କଡ଼ା ଜବାବ ଦେଲା ଆମେରିକା

ନୂଆଦିଲ୍ଲୀ,୨୮/୧୦: ମଧ୍ୟପ୍ରାଚ୍ୟରେ ଇସ୍ରାଏଲ ଭିତରେ ପଶି ପାଲେଷ୍ଟାଇନ ଆତଙ୍କୀ ସଂଗଠନ ହମାସ ଆକ୍ରମଣ କରିବା ପରେ ଇସ୍ରାଏଲ ସୈନ୍ୟ ପକ୍ଷରୁ ଗାଜା ପଟି ଏବଂ ଲେବନାନ ଆତଙ୍କୀ ସଂଗଠନ ଉପରେ ବୋମାମାଡ଼ ତୃତୀୟ ବିଶ୍ୱଯୁଦ୍ଧକୁ ନିମନ୍ତ୍ରଣ କରୁଛି। ଏହାର କାରଣ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?